ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିମାଡ଼

(ମୃତ୍ୟୁଞ୍ଜୟ ଭୋଇ/ରିପୋଟରର୍ସ ଟୁଡ଼େ ) : ଖୋର୍ଦ୍ଧା ଜିଲ୍ଲାର ତାଳଚୁଆ ପଥରମୁଣ୍ଡିଆ ପାହାଡ଼ରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିମାଡ଼ ହୋଇଛି। ଏଥିରେ ୨ଜଣ ଆହତ ହୋଇଛନ୍ତି।ଏଥିସହ ପଥରଫଟା କାର୍ୟ୍ୟରେ ବ୍ୟବହାର କରାଯାଉଥିବା ଏକ ହିଟାଚି ମେସିନକୁ ଦୁର୍ବୃତ୍ତମାନେ ଜାଳି ଦେଇଛନ୍ତି। ତେବେ କେଉଁ କାରଣରୁ ଗୁଳିମାଡ଼ ହୋଇଛି ସେ ନେଇ ସ୍ପଷ୍ଟ ଜଣାପଡ଼ିନାହିଁ।