ପଦ୍ମପୁର ଜିଲ୍ଲା ଗଠନ ଦାବିରେ ୧୨ ଘଣ୍ଟିଆ ବନ୍ଦ ଡାକରା

0

ବରଗଡ : ବିଜେପୁର ବନ୍ଦ ଡାକରା। ପଦ୍ମପୁର ଜିଲ୍ଲା ଗଠନ ଦାବିରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି ବରଗଡ ଜିଲ୍ଲା ବିଜେପୁର ଅଞ୍ଚଳ ନାଗରିକ କମିଟି ।ତେବେ ଏହି ମନ୍ଦ ଡାକରାରେ ସକାଳ ୬ଟାରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯାଉଛି । ତେବେ ଏହି ବନ୍ଦ ପ୍ରଭାବରେ ବିଜେପୁରର ସମସ୍ତ ଦୋକାନ ବଜାର ବନ୍ଦ ରହିଥିବା ବେଳେ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିଛି । କର୍ମୀ ମାନେ ରାସ୍ତାରେ ଟାୟାର ଜାଳି ଆନ୍ଦୋଳନ କରୁଥିବା ବେଳେ ବିଭିନ୍ନ ଅସୁବିଧା ଭୋଗୁଛନ୍ତି ସାଧାରଣ ଲୋକେ ।