ନରେନ୍ଦ୍ର ପୁଷ୍କରିଣୀରେ ବୁଡି ଗଲା ଜୀବନ

ପୁରୀ: ନରେନ୍ଦ୍ର ପୁଷ୍କରିଣୀରେ ବୁଡି ଗଲା ଜୀବନ । ନରେନ୍ଦ୍ର ପୁଷ୍କରିଣୀରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ତେବେ ମୃତ ଯୁବକଙ୍କ ପରିଚୟ ମିଳିପାରି ନାହିଁ । ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି  ଯୁବକଙ୍କ ମୃତ ଦେହ ଉଦ୍ଧାର କରିଛି । ତେବେ ଯୁବକ ଜଣଙ୍କ କିପରି ବୁଡିଲେ ତାହା ସ୍ପଷ୍ଟ ହୋଇନାହିଁ ।