ବିଜେପିରେ ସାମିଲ ହେଲେ ଅଭିନେତା ତଥା କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତି

ଭୁବନେଶ୍ୱର: ବିଜେପିରେ ସାମିଲ ହେଲେ ଅଭିନେତା ତଥା କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତି । ଦିଲ୍ଲୀ ସ୍ଥିତ ବିଜେପି କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ଅନୁଭବ ବିଜେପି ଦଳରେ ସାମିଲ ହୋଇଛନ୍ତି । ବିଜେପିର ପ୍ରାଥମତକ ସଦସ୍ୟତା ଗ୍ରହଣ କରିଛନ୍ତି ଅନୁଭବ । ତେବେ ଗତ ମାର୍ଚ୍ଚ ୩୦ ତାରିଖରେ ବିଜେଡିରୁ ଇସ୍ତଫା ଦେଇଥିଲେ ସାଂସଦ ଅନୁଭବ ମହାନ୍ତି । ସେଆଜି ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି ।