ଆଦିତ୍ୟ ମହାପାତ୍ର ହେଲେ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଓଡିଶା By Minu Sahoo Last updated Jul 2, 2024 Share ଭୁବନେଶ୍ବର: ଓଏଏସ୍ ଆଦିତ୍ୟ ମହାପାତ୍ର ହେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ । ତେବେପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଥିଲେ ଆଦିତ୍ୟ । ଏ ନେଇ ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। BhubaneswarOdishapersonal secretaryreporterstoday Share FacebookTwitterGoogle+ReddItWhatsAppPinterestEmail