୨୪ ଘଣ୍ଟାରେ ୧୦ ହଜାର ୬୪୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୦ଟି ଜିଲ୍ଲାରୁ ୧୦ ହଜାର ୬୪୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫ ଲକ୍ଷ ୭୬ ହଜାର ୨୯୭ ଜଣକୁ ଛୁଇଁଛି। ଏ

(ଭୁବନେଶ୍ୱର) : ଓଡ଼ିଶାରେ କରୋନା ମହାମାରୀର ନିଜର ଭୟଙ୍କର ସ୍ଥିତି ଉତ୍ପନ କରିଛି । ଏହି ଅନୁସାରେ ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୦ଟି ଜିଲ୍ଲାରୁ ୧୦ ହଜାର ୬୪୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫ ଲକ୍ଷ ୭୬ ହଜାର ୨୯୭ ଜଣକୁ ଛୁଇଁଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମଣ :-