ସମ୍ଭାବ୍ୟ ବାତ୍ୟା ପାଇଁ ୨୩ ରୁ ୨୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଅଙ୍ଗନବାଡି କେନ୍ଦ୍ର ଓ ସ୍କୁଲ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ‘ଦାନା’ ପାଇଁ ବନ୍ଦ ରହିବ ସ୍କୁଲ ଓ ଅଙ୍ଗନବାଡି କେନ୍ଦ । ୧୪ ଜିଲ୍ଲାରେ ୩ଦିନ ପାଇଁ ବନ୍ଦ ।୨୩ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଅଙ୍ଗନବାଡି କେନ୍ଦ୍ର ଓ ସ୍କୁଲ । ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ ଓ କଟକ ଜିଲ୍ଲାରେ ବନ୍ଦ ରହିବ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ସୂଚନା ।