(ଜଗନ୍ନାଥ ଅଗ୍ରୱାଲ): ଅନୁଗୋଳ ଜିଲ୍ଲା ନତଡା ପଞ୍ଚାୟତ ର ଆମ୍ବପାଳ ଗାଁରେ ବଜ୍ରପାତ । ବଜ୍ରପାତରେ ଗାଁର ରମେଶ ସାହୁଙ୍କ ସହ ଦୁଇ ବଳଦଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । ଏହି ବଜ୍ରପାତରେ ପୁରୀ ସାହୁ ନାମରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଆହତଙ୍କୁ ପ୍ରଥମେ ଅନୁଗୋଳ ମେଡ଼ିକାଲ ରେ ଭର୍ତ୍ତି କରାଯାଇଥିଲା ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ କଟକ ବଡ଼ ମେଡ଼ିକାଲ ସ୍ଥାନାନ୍ତରିତ କରାଯାଇଛି।