ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ଏକ ମେଡିକାଲ କଲେଜ

କଟକ: କଟକସ୍ଥିତ ଡ୍ରିମ୍ସ ଇନଷ୍ଟିଚ୍ୟୁଟ ଅଫ୍ ହେଲଥ ସାଇନ୍ସ ଆଣ୍ଡ ହସ୍ପିଟାଲ ମେଡିକାଲ କଲେଜ ପ୍ରତିଷ୍ଠା ହେବ  । ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ଏକ ମେଡିକାଲ କଲେଜ ପ୍ରତିଷ୍ଠା ହେବ ନେଇ ସୂଚନା ଦେଇଛି ନ୍ୟାସନାଲ ମେଡିକାଲ କମିଶନ । ଉତ୍କଳ ବିଶ୍ବବିଦ୍ଯାଳୟ ଅଧିନରେ ଏହା କାର୍ଯ୍ୟ କରିବ । ପ୍ରତିବର୍ଷ ୧୦୦ଟି ସିଟ୍ ଲାଗି ଆଡମିଶନ କରାଯିବ । ଆସେସମେଣ୍ଟ ରିପୋର୍ଟକୁ ଆଧାର କରି ଏହି ନିଷ୍ପତ୍ତି ନେଇଛନ୍ତି କମିଶନ ।