ଦେଶର ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ଇସ୍ତଫାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି

ବ୍ୟୁରୋ:- ଦେଶର ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ମୌସୁମୀ ଅଧିବେଶନର ପ୍ରଥମ ଦିନରେ ରାଜ୍ୟସଭାରେ ଅଧ୍ୟକ୍ଷତା କରିବାର କିଛି ଘଣ୍ଟା ପରେ ଧନଖଡ଼ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ନିଜ ପଦରୁ ଇସ୍ତଫା ଘୋଷଣା କରିଛନ୍ତି । ଧନଖଡ଼ଙ୍କ ଇସ୍ତଫା ଦେବା ପରେ ଏବେ ରାଜନୀତି…
Read More...

ନୟାଗଡ଼ ଜିଲ୍ଲାପାଳଙ୍କ ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

ଗତକାଲି ନୂଆଗାଁ ବ୍ଲକ ପରିସରରେ ଥିବା ରାଜୀବଗାନ୍ଧୀ ସଦଭାବନା ଗୃହରେ ନୟାଗଡ଼ ଜିଲ୍ଲାପାଳଙ୍କ ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା।ଏଥିରେ ମୋଟ ୬୧ଟି ଆପତ୍ତି ଅଭିଯୋଗ ହୋଇଥିଲା। ସେଥି ମଧ୍ୟରୁ ୫୩ଟି ବ୍ୟକ୍ତିଗତ ଅଭିଯୋଗ ହୋଇଥିବା ବେଳେ ୮ଟି ଗ୍ରାମ୍ୟ ସମସ୍ୟା  ଅଭିଯୋଗ…
Read More...

ଜଗଦୀପ ଧନଖଡ ଇସ୍ତଫା ଦେବା ପରେ ନୀତିଶ ପରାଷ୍ଟ୍ରପତି ହେବା ନେଇ ବଢିଲା ଚର୍ଚ୍ଚା

ଉପରାଷ୍ଟ୍ରପତି ପଦରୁ ଜଗଦୀପ ଧନଖଡ ଇସ୍ତଫା ଦେବା ପରେ ପରବର୍ତ୍ତୀ ଉପରାଷ୍ଟ୍ରପତି କିଏ ହେବେ ତାକୁ ନେଇ ଚର୍ଚ୍ଚା ହେଉଛି । ଏହାରି ମଧ୍ୟରେ ବିହାରରୁ ଉପରାଷ୍ଟ୍ରପତି ପଦକୁ ନେଇ ଦାବି ହେଉଛି । ବିଜେପି ବିଧାୟକ ହରିଭୂଷଣ ଠାକୁର ବାଚୈାଲ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ଉପରାଷ୍ଟ୍ରପତି…
Read More...

ଯାଜପୁର ହକି ଷ୍ଟାଡିୟମର କ୍ରୀଡା କୋଚ ଓ ତାଙ୍କ ଅନ୍ୟ ଦୁଇ ସହଯୋଗୀ ଦ୍ଵାରା ଅସଦାଚରଣ ଓ ଦୁଷ୍କର୍ମ ଅଭିଯୋଗ

ଯାଜପୁର:- ଏବେ ଓଡିଶାରେ ଲଗାତାର କିଛି ଦିନ ହେବ ଚାରିଆଡୁ ଖାଲି ଦୁଷ୍କର୍ମ ଓ ହତ୍ୟା ଘଟଣା ସାମ୍ନାକୁ ଆସୁଛି । ନିକଟରେ ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ଘଟଣା ଆଉ ତାପରେ ପୁରୀ ଜିଲ୍ଲା ନିମାପଡା ବ୍ଲକ ଅଧୀନ ବଳଙ୍ଗାର ଯୁକ୍ତ ଦୁଇ ଛାତ୍ରୀଙ୍କୁ ପୋଡିବା ଘଟଣା  ମନରୁ ନ ଲିଭୁଣୁ ଆଜି…
Read More...

କୋଚିରୁ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ ମୁମ୍ବାଇ ବିମାନବନ୍ଦରରେ ଅବତରଣ କରିବା ସମୟରେ ରନୱେରେ ଖସି ପଡ଼ିଲା

ମୁମ୍ବାଇ-: କୋଚିରୁ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ ମୁମ୍ବାଇ ବିମାନବନ୍ଦରରେ ଅବତରଣ କରିବା ସମୟରେ ରନୱେରେ ଖସି ପଡ଼ିଛି। ପ୍ରବଳ ବର୍ଷା ଯୋଗୁ ହୋଇଥିବା ଏହି ଦୁର୍ଘଟଣାରେ ବିମାନର ତିନୋଟି ଟାୟାର ଫାଟି ଯାଇଛି। ତେବେ ଏହି ଦୁର୍ଘଟଣାରେ କୌଣସି ଯାତ୍ରୀଙ୍କର କ୍ଷୟକ୍ଷତି ହୋଇନାହିଁ ।…
Read More...

ଚିଫ୍ ୱାର୍ଡେନ୍ କହିଲେ ରାଗିଂ ଘଟଣା ସତ

କଟକ:- କଟକ ରେଭେନସା ବିଶ୍ଵବିଦ୍ୟାଳୟରେ ରାଗିଂ ଅଭିଯୋଗ ହୋଇଥିଲା । ବିଶ୍ବବିଦ୍ୟାଳୟ ଇଷ୍ଟ ହଷ୍ଟେଲର କିଛି ଛାତ୍ର ସେମାନଙ୍କ ସିନିୟର୍ ଛାତ୍ରଙ୍କଠାରୁ ରାଗିଂ ଶିକାର ହୋଇଥିବା ଅଭିଯୋଗ ଆସିଥିଲା । ୧୦ ଜଣ ଛାତ୍ରଙ୍କ ନାଁରେ କଲେଜ କର୍ତ୍ତୃପକ୍ଷଙ୍କ ପାଖକୁ ଅଭିଯୋଗ ଯିବାପରେ ଏହାପରେ ପ୍ରାଥମିକ…
Read More...

ପାରମ୍ପରିକ ଖାଦ୍ୟ ପ୍ରସ୍ତୁତି କୌଶଳ ଓ ପ୍ରତିଭା ପ୍ରଦର୍ଶନ କଲେ ଏସଏଚଜି ଦଳ

ଭୁବନେଶ୍ୱର:- ବହୁ ପ୍ରତୀକ୍ଷିତ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତାର ସେମିଫାଇନାଲ ଜୁଲାଇ ୨୦ରେ ଭୁବନେଶ୍ୱରସ୍ଥିତ ଇନଷ୍ଟିଚ୍ୟୁଟ ଅଫ ହୋଟେଲମ୍ୟାନେଜମେଣ୍ଟ (ଆଇଏଚଏମ)ରେ ସଫଳ ଭାବେ ଅନୁଷ୍ଠିତ ହୋଇଯାଇଛି । ମିଶନଶକ୍ତି ବିଭାଗ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଜ୍ୟର…
Read More...

ମାଞ୍ଚେଷ୍ଟରର ୱାର୍ଲଡ ଟ୍ରାଫୋର୍ଡରେ ଆରମ୍ଭ ହେବାକୁ ଥିବା ଚତୁର୍ଥ ଟେଷ୍ଟ ମ୍ୟାଚ୍ ପୂର୍ବରୁ ଭାରତୀୟ ଦଳକୁ ବଡ଼ ଝଟକା…

ନୂଆଦିଲ୍ଲୀ:- ଜୁଲାଇ ୨୩ରୁ ମାଞ୍ଚେଷ୍ଟରର ୱାର୍ଲଡ ଟ୍ରାଫୋର୍ଡରେ ଆରମ୍ଭ ହେବାକୁ ଥିବା ଚତୁର୍ଥ ଟେଷ୍ଟ ମ୍ୟାଚ୍ ପୂର୍ବରୁ ଭାରତୀୟ ଦଳକୁ ବଡ଼ ଝଟକା ଲାଗିଛି। ଅଲରାଉଣ୍ଡର ନୀତୀଶ କୁମାର ରେଡ୍ଡୀ ଆହତ ହେବା ପରେ ସମ୍ପୂର୍ଣ୍ଣ ସିରିଜରୁ ବାଦ୍ ପଡ଼ିଛନ୍ତି। ରବିବାର ଜିମ୍ ସେସନ୍ ସମୟରେ ନୀତୀଶଙ୍କ…
Read More...

ଭାରତ-ପାକିସ୍ତାନ ମ୍ୟାଚ୍ ବାତିଲ ହେବା ପରେ ବ୍ରେଟ ଲିଙ୍କ ବୟାନ…

ବିଶ୍ୱ ଚାମ୍ପିଅନସିପ୍ ଅଫ୍ ଲିଜେଣ୍ଡସ୍ ୨୦୨୫ ରେ ୨୦ ଜୁଲାଇରେ ଏଜବାଷ୍ଟନରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ମ୍ୟାଚ୍ ଖେଳାଯିବାର ଥିଲା । କିନ୍ତୁ ଭାରତୀୟ ଖେଳାଳିମାନେ ପାକିସ୍ତାନ ବିପକ୍ଷରେ ଖେଳିବାକୁ ସ୍ପଷ୍ଟ ଭାବରେ ମନା କରିଦେଇଥିଲେ। ତେଣୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ୍…
Read More...

ଏଫ.ଏମ୍. କଲେଜ ଛାତ୍ରୀ ଆତ୍ମାହୁତି ଓ ବଳଙ୍ଗା ନାବାଳକଙ୍କୁ ଜାଳିଦେବା ପ୍ରସଙ୍ଗରେ ଆନ୍ଦୋଳନକୁ ଓହ୍ଲାଇଛି ବିଜୁ ଜନତା ଦଳ

ବାଲେଶ୍ୱର:- ଏଫ.ଏମ୍. କଲେଜ୍ ଛାତ୍ରୀ ଆତ୍ମାହୁତି ଓ ବଳଙ୍ଗାରେ ଜଣେ ନାବାଳକଙ୍କୁ ଜାଳିଦେବା ମାମଲା ଏବେ ରାଜ୍ୟ ରାଜନୀତିକୁ ସରଗରମ କରିଛି। ପ୍ରତିଦିନ ଏହି ପ୍ରସଙ୍ଗରେ ବିରୋଧୀ ବିଜେଡି ଓ କଂଗ୍ରେସ ଶାସକ ଦଳକୁ ଟାର୍ଗେଟ କରୁଥିବାବେଳେ ଆଜି ଏହି ପ୍ରସଙ୍ଗରେ ଆନ୍ଦୋଳନକୁ ଓହ୍ଲାଇଛି ବିଜୁ ଜନତା…
Read More...