ପୂର୍ବତନ ମନ୍ତ୍ରୀ ମନୀଷ ସିସୋଦିଆ ଏବଂ ସତ୍ୟେନ୍ଦ୍ର ଜୈନଙ୍କ ବିରୋଧରେ ମାମଲା
ନୂଆଦିଲ୍ଲୀ: ପୁଣି ଆମ୍ ଆଦମୀ ପାର୍ଟି (ଆପ୍) ନେତାଙ୍କୁ ଘାରିଲା ଗିରଫଦାରୀ ଭୟ । ଦିଲ୍ଲୀ ସରକାରଙ୍କ ପୂର୍ବତନ ମନ୍ତ୍ରୀ ମନୀଷ ସିସୋଦିଆ ଏବଂ ସତ୍ୟେନ୍ଦ୍ର ଜୈନଙ୍କ ବିରୋଧରେ ମାମଲା ରୁଜୁ ହୋଇଛି । ଏହି ମାମଲା ସରକାରୀ ସ୍କୁଲରେ ଶ୍ରେଣୀଗୃହ ନିର୍ମାଣ ସହିତ ଜଡିତ । ସ୍କୁଲ ଗୃହ ନିର୍ମାଣରେ…
Read More...
Read More...