ଶିଶୁ ବାଟିକା, ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କ ଶିକ୍ଷା ପାଇଁ ଦିଆଯିବ ‘ଯାଦୁପେଡି’…
ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଶିଶୁ ବାଟିକା ପିଲା ମାନଙ୍କ ପାଇଁ ଉଦ୍ଦିଷ୍ଟ ଯାଦୁପେଡି ଦେଖିବା ସହିତ, ପିଲାମାନଙ୍କ ପାଇଁ ଏହାର ଉପଯୋଗୀତା ବିଷୟରେ ବୁଝିଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ ଯାଦୁପେଡି…
Read More...
Read More...