ଓଡ଼ିଆରେ ନାମଫଳକ ଅଭିଯାନ ଓ ସଚେତନତା ପଦଯାତ୍ରା ଅନୁଷ୍ଠିତ…

ରାଜ୍ୟ ସରକାରଙ୍କ ତରଫରୁ  ଓଡ଼ିଆ ପକ୍ଷ ପାଳନ ଅବସରରେ ଆଜି ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗ ତରଫରୁ ଓଡ଼ିଆରେ ନାମଫଳକ ଅଭିଯାନ  ଓ  ସଚେତନତା ପଦଯାତ୍ରା  ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଅନୁଷ୍ଠିକ…
Read More...

ରାଇରଙ୍ଗପୁରରେ ବାମନଘାଟୀ ଛଉ ନୃତ୍ୟ ପ୍ରତିଷ୍ଠାନ ଆନୁକୁଲ୍ୟରେ ୪୨ ତମ ଛଉ ନୃତ୍ୟ ପ୍ରତିଯୋଗିତା ଓ ବାର୍ଷିକ ଉତ୍ସବ ଶୁଭ…

ରାଇରଙ୍ଗପୁର -: ପ୍ରତିବର୍ଷ ପରି ଚୈତ୍ର ପର୍ବ ଉପଲକ୍ଷେ ରାଇରଙ୍ଗପୁର ବସଷ୍ଟାଣ୍ଡ ନିକଟ ବାମନଘାଟୀ ଛଉ ନୃତ୍ୟ ଭବନରେ  ଏପ୍ରିଲ  ୨,୩,୪ ତାରିଖ ୩ ଦିନ ଧରି  ବାମନଘାଟୀ ଉପଖଣ୍ଡ ସ୍ତରୀୟ ୪୨ ତମ ଛଉ ନୃତ୍ୟ ପ୍ରତିଯୋଗିତା ଓ ବାର୍ଷିକ ଉତ୍ସବର ଶୁଭାରମ୍ଭ ବୁଧବାର ସଂନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି…
Read More...

ୱାକଫ ଭୋଟ ବିବାଦକୁ ନେଇ ନବୀନଙ୍କ ସହ ଆଲୋଚନା କରିବେ ବରିଷ୍ଠ ବିଜେଡି ନେତା

ବ୍ୟୁରୋ- ୱାକଫ୍ ବିଲକୁ ନେଇ ବିଜେଡି ଏବେ ଫାଳ ଫାଳ । ନବୀନଙ୍କ ନିର୍ଦ୍ଦେଶକୁ ଫୁ’ କରି ଉଡ଼ାଇ ଦେଇଛନ୍ତି ଦଳର ସାଂସଦ । ୨ ଦିନ ପୂର୍ବରୁ ହୋଇଥିବା ନିଷ୍ପତ୍ତି ହଠାତ୍ କେମିତି ବଦଳିଗଲା ? ନିଷ୍ପତ୍ତି ପରିବର୍ତ୍ତନ ପଛରେ ଅଛି କାହାର ହାତ ? ସୁପ୍ରିମୋଙ୍କ ଜାଣତରେ ନିଷ୍ପତ୍ତି ବଦଳାଇଥିଲେ ନା…
Read More...

ଏପ୍ରିଲ ୩୦ ପର୍ଯ୍ୟନ୍ତ ବଢିଲା ସଚିବଙ୍କ ଜିଲ୍ଲା ଗସ୍ତ ଅବଧି

ବ୍ୟୁରୋ-: ବଢ଼ିଲା ସଚିବ ଓ ବରିଷ୍ଠ ଅଧିକାରୀଙ୍କ ଜିଲ୍ଲା ଗସ୍ତ ଅବଧି । ଏହି ଜିଲ୍ଲା ଗସ୍ତ ଅବଧିକୁ ବଢ଼ାଇଛନ୍ତି ରାଜ୍ୟ ସରକାର । ଏପ୍ରିଲ ୩୦ ଯାଏଁ ଏହି ଅବଧିକୁ ବଢ଼ାଯାଇଛି । ଏହି ସମୟ ମଧ୍ୟରେ ବରିଷ୍ଠ ଅଧିକାରୀମାନେ ନିର୍ଦ୍ଧାରିତ ଜିଲ୍ଲାକୁ ଅତି କମରେ ୨ ଦିନ ପାଇଁ ଗସ୍ତ କରିବେ। ସେଠାରେ…
Read More...

ସାମ୍ବିଧାନିକତାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିବ କଂଗ୍ରେସ

ବ୍ୟୁରୋ-: ଉଭୟ ଗୃହରେ ପାରିତ ହୋଇଛି ବିବାଦୀୟ ଓ୍ବାକଫ୍ ବିଲ୍ । ଏବେ ଖାଲି ରାଷ୍ଟ୍ରପତିଙ୍କ ମୋହରକୁ ଅପେକ୍ଷା, ପୂର୍ଣ୍ଣାଙ୍ଗ ଆଇନରେ ପରିଣତ ହେବ ଓ୍ବାକଫ୍ ସଂଶୋଧିତ ବିଲ୍ ୨୦୨୫ । ହେଲେ ଏବେ ବି ହାର୍ ମାନି ନାହାନ୍ତି ବିରୋଧୀ । ଖୁବଶୀଘ୍ର ଓ୍ବାକଫ୍ ବିଲ୍ ନେଇ ସୁପ୍ରିମକୋର୍ଟରେ…
Read More...

ଏପ୍ରିଲ ୧୧ରୁ ଓଡ଼ିଶାରେ ଆୟୁଷ୍ମାନ ଭାରତର ଶୁଭାରମ୍ଭ

ବ୍ୟୁରୋ-: ଏପ୍ରିଲ ୧୧ରୁ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ । ସେଥିପାଇଁ ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ୧୦ ତାରିଖ ରାତିରେ ଭୁବନେଶ୍ୱର ପହଞ୍ଚିବେ ନଡ୍ଡା । ୧୧ରେ ଆୟୁଷ୍ମାନ ଭାରତର ଶୁଭାରମ୍ଭ କରିବେ । ସୂଚନା ଅନୁସାରେ ଆସନ୍ତା ଏପ୍ରିଲ ୧୧ ତାରିଖରେ…
Read More...

ବୈଭବ ଓ ବରୁଣଙ୍କ ଘାତକ ବୋଲିଂ ଆଗରେ ଧରାଶାୟୀ ହାଇଦ୍ରାବାଦ

ବ୍ୟୁରୋ-: ଚଳିତ ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ୮୦ ରନ୍‌ର ବଡ଼ ବ୍ୟବଧାନରେ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌)କୁ ପରାସ୍ତ କରିଛି। ଏହା କୋଲକାତାର ଚତୁର୍ଥ ମ୍ୟାଚରେ ଦ୍ୱିତୀୟ ବିଜୟ ହୋଇଥିବା ବେଳେ ହାଇଦ୍ରାବାଦ ଲାଗି ଏହା…
Read More...

ଆକାଉଣ୍ଟ ନମ୍ବର ଓ ଦଳ ଆକାଉଣ୍ଟ ନମ୍ବର ନେଇ ଚେକ କରନ୍ତୁ

ବ୍ୟୁରୋ-: ରାଜା ଚକ୍ର ଓକିଲଙ୍କ ମନ୍ତବ୍ୟ ଉପରେ ପ୍ରତିକ୍ରିୟା ରଖିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଆମ ଜୀବନ ଖୋଲା ବହି, ଦଳର ନେତାମାନଙ୍କ ଜୀବନ ବି ଖୋଲା । ତାରା ବାହିନୀପତିଙ୍କ ଅଭିଯୋଗ ଉପରେ ମନମୋହନ ସାମଲ ପ୍ରତିକ୍ରିୟା ଦେଇଛନ୍ତି । ସୂଚନାଯୋଗ୍ୟ, ରାଜା ଚକ୍ରଙ୍କ ଓକିଲ…
Read More...

ପଞ୍ଚଭୂତରେ ଲିନ ହେଲେ ବିଜେପି ନେତା ଗଦାଧର ପଣ୍ଡା

ସୁବର୍ଣ୍ଣପୁର-: ବୀରମହାରାଜପୁର ବ୍ଲକ ଜଟେସିଂହା ପଞ୍ଚାୟତ ବଡ଼ଖମାର ଗ୍ରାମର ବରିଷ୍ଠ ବିଜେପି ନେତା ଗଦାଧର ପଣ୍ଡା (୭୦)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଯାଇଛି । ସେ ହଠାତ୍ ଅସୁସ୍ଥ ଅନୁଭବ କରିବାରୁ  ପରିବାର ଲୋକେ ତାଙ୍କୁ ଡାକ୍ତରଖାନାକୁ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା…
Read More...

ବିଲ୍ କରାଇବା ପାଇଁ ମାଗୁଥିଲେ ଲକ୍ଷେ ଟଙ୍କା

ବ୍ୟୁରୋ-: ଲାଞ୍ଚୁଆ ଇଞ୍ଜିନିୟରଙ୍କୁ ବାନ୍ଧିଲା ଭିଜିଲାନ୍ସ । ଭୁବନେଶ୍ବର ରୁରାଲ ୱାର୍କସର ଆସିଷ୍ଟାଣ୍ଟ ଇଞ୍ଜିନିୟର ନରେଶ ଦାସ ଗିରଫ  । ୧ ଲକ୍ଷ ଟଙ୍କା ଲାଞ୍ଚ ନେଲାବେଳେ ଧରିଥିଲା ଭିଜିଲାନ୍ସ । ବିଲ୍ କରାଇବାକୁ କଣ୍ଟ୍ରାକ୍ଟରଙ୍କ ଠାରୁ ଲାଞ୍ଚ ନେଲାବେଳେ ଧରାପଡ଼ିଥିଲେ ଇଞ୍ଜିନିୟର । ସୂଚନା…
Read More...