ଜୀବନ ନେଇଗଲା ମହୁମାଛି ; ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ଆହତ
ରିପୋଟର୍ସ ଟୁଡେ; ଜୀବନ ନେଇଗଲା ମହୁମାଛି । ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲା ବେତିଆପଡା ଗାଁରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା । ଶୁକ୍ରବାର ସନ୍ଧ୍ୟାରେ ଟିଟିଙ୍କ ଝରଣ ମହୁଳ ଗଛ ଭଟା ଜଙ୍ଗଲକୁ ଜାଳେଣି କାଠ କାଟିବାକୁ ଯାଇଥିଲେ ।…
Read More...
Read More...