କ୍ଷେତ୍ର ପରିଦର୍ଶନ ପାଇଁ ତିନି ଜିଲ୍ଲାରେ ପହଞ୍ଚିଲେ ମିଳିତ ବିଶେଷଜ୍ଞ ଦଳ

ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ ସଚିବ ଅଶ୍ଵତୀ ଏସ. ଙ୍କ ନିର୍ଦ୍ଦେଶ କ୍ରମେ ଆଜି କଟକ, ଯାଜପୁର ଓ ଭଦ୍ରକ ଜିଲ୍ଲାରେ ତିନିଟି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ  ସ୍ଵତନ୍ତ୍ର ମିଳିତ ବିଶେଷଜ୍ଞ ଦଳ ପହଞ୍ଚି ସେମାନଙ୍କର କାର୍ଯ୍ୟ ଆରମ୍ଭ କରିଛନ୍ତି । ଯାଜପୁର ଜିଲ୍ଲା ପାଇଁ ଜନସ୍ୱାସ୍ଥ୍ୟ…
Read More...

ନିଜର ସୁରକ୍ଷା ପାଇଁ ୩ ଦଫା ଦାବି ନେଇ ସରକାରଙ୍କୁ ଗୁହାରି କରିଛନ୍ତି ବନଖଣ୍ଡ କର୍ମଚାରୀ

ରାଇରଙ୍ଗପୁର-: ନିକଟରେ ହିନ୍ଦୋଳ ବନରକ୍ଷୀ ପ୍ରହଲ୍ଲାଦ‌ ପ୍ରଧାନଙ୍କ ଶିକାରୀଙ୍କ ଦ୍ଵାରା ହତ୍ୟା ବନଖଣ୍ଡ କର୍ମଚାରୀଙ୍କ ସୁରକ୍ଷା ଚିନ୍ତା ବଢାଇ ଦେଇଛି । ତେଣୁ ନିଜର ସୁରକ୍ଷା ନେଇ ସେମାନେ ଏବେ ସରକାରଙ୍କୁ ୩ ଦଫା ଦାବି ନେଇ ଗୁହାରି କରିଛନ୍ତି ଏବଂ ଜୁନ ୧୫ ରୁ ଜୁନ ୨୧ ପର୍ଯ୍ୟନ୍ତ ସେମାନେ…
Read More...

ସମ୍ଭାବ୍ୟ ବନ୍ୟାର ମୁକାବିଲା ପାଇଁ ଜିଲ୍ଳାସ୍ତରୀୟ ଟେବୁଲ ଟପ ଏକ୍ସରସାଇଜ

ସୁବର୍ଣ୍ଣପୁର (ଓମ୍ ପ୍ରକାଶ ମିଶ୍ର) ଜିଲ୍ଲାରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଳା ପାଇଁ ଅତିରିକ୍ତ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀଯୁକ୍ତ ରାଜେନ୍ଦ୍ର ମାଝୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଟେବୁଲ ଟପ ଏକ୍ସରସାଇଜ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ…
Read More...

ଜୁନ୍ ୨୦ ତାରିଖ ଦିନ ପ୍ରଧାନମନ୍ତ୍ରୀଙ୍କ ଭୁବନେଶ୍ୱର ଗସ୍ତକୁ ଦୃଷ୍ଟିରେ ରଖି କମିସନରେଟ୍ ପୋଲିସ ଏକ ବିସ୍ତୃତ ଟ୍ରାଫିକ୍…

ଭୁବନେଶ୍ୱର-: ଜୁନ୍ ୨୦ ତାରିଖ ଶୁକ୍ରବାର ଦିନ ଭୁବନେଶ୍ୱର ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁଗମ ଯାନବାହାନ ଚଳାଚଳ ଏବଂ ଜନସାଧାରଣଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ କମିସନରେଟ୍ ପୋଲିସ ଏକ ଟ୍ରାଫିକ୍ ମାର୍ଗଦର୍ଶିକା…
Read More...

ଓଡ଼ିଆ ସିନେମା “ଆଇ ଆମ୍ କାଳିଆ”ର ଅଡିଓ ରିଲିଜ୍

ଭୁବନେଶ୍ୱର-: ଲୀ ବ୍ଲିଶ ଏଣ୍ଟରଟେନମେଣ୍ଟ ବ୍ୟାନର ରେ ପ୍ରସ୍ତୁତ ଓଡ଼ିଆ ସିନେମା "ଆଇ ଆମ୍ କାଳିଆ"ର ଅଡିଓ ରିଲିଜ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଅତୀତରେ ଓଡ଼ିଆ ସିନେମାରେ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ଭକ୍ତମାନଙ୍କ ଉପରେ ଆଧାରିତ ଅନେକ କାହାଣୀ ହୋଇଛି ହେଲେ ବର୍ତ୍ତମାନ ସମୟରେ ମଧ୍ୟ…
Read More...

ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ଓ ଟେବୁଲ୍ ଟପ୍ ଅଭ୍ୟାସ ନିମନ୍ତେ ପୂର୍ବ ପ୍ରସ୍ତୁତି ବୈଠକ

ମାଲକାନଗିରି -: ମାଲକାନଗିରି ଜିଲ୍ଲାରେ ଚଳିତ ଜୁନ ମାସ ୧୯ ତାରିଖ ଦିନ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ସମ୍ପର୍କିତ ମକଡ୍ରିଲ ଅନୁଷ୍ଠିତ ହେବ । ଏହାର ପୂର୍ବ  ପ୍ରସ୍ତୁତି ସମ୍ପର୍କରେ ଏକ ବୈଠକ ଆଜି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ…
Read More...

ପୂର୍ବତନ ଉପ ଜିଲ୍ଲାପାଳ ଧୀମାନ ଚକମାଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ

ଭୁବନେଶ୍ୱର-: ପୂର୍ବତନ ଉପ ଜିଲ୍ଲାପାଳ ଧୀମାନ ଚକମାଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ । ଲାଞ୍ଚ ନେବା ମାମଲାରେ ଗିରଫ ହେବା ପରେ ଏବେ ଜେଲରେ ଅଛନ୍ତି ଧୀମାନ । ଧର୍ମଗଡ଼ ଉପଜିଲ୍ଲାପାଳ ଥିବା ଧୀମାନ ୧୦ ଲକ୍ଷ ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ…
Read More...

ସୁରକ୍ଷାକର୍ମୀଙ୍କ ଗୁଳିରେ ତିନି ଦୁର୍ଦ୍ଦାନ୍ତ ମାଓବାଦୀ ନିହତ

ମାଲକାନଗିରି-: ଏନ୍‌କାଉଣ୍ଟରରେ ୩ ଦୁର୍ଦ୍ଦାନ୍ତ ଟପ୍‌ ମାଓବାଦୀ ନିହତ । ମାଲକାନଗିରି ସୀମାନ୍ତ ମରଡ଼ପଲ୍ଲୀ ଜଙ୍ଗଲରେ ଏନ୍‌କାଉଣ୍ଟର୍ ହୋଇଛି । ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଥିବା ସୂଚନା ମିଳିଛି। ଏନକାଉଣ୍ଟରରେ ସେଣ୍ଟ୍ରାଲ କ୍ୟାଡ଼ର ମାଓବାଦୀ ଗଜରାଲା ରବି…
Read More...

କେଦାରନାଥରେ ବଡ଼ ଦୁର୍ଘଟଣା, ପାହାଡ଼ରୁ ପଥର ଖସି ଦୁଇ ଜଣଙ୍କ ଜୀବନ ଗଲା

ଉତ୍ତରାଖଣ୍ଡର କେଦାରନାଥରେ ବଡ ଅଘଟଣ । କେଦାରନାଥ ଯାତ୍ରା କରୁଥିବା କିଛି ତୀର୍ଥଯାତ୍ରୀଙ୍କୁ ଦୁର୍ଘଟଣାର ସାମ୍ନା କରିବାକୁ ପଡ଼ିଛି । ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଜିଲ୍ଲାର କେଦାରନାଥ ଧାମକୁ ତୀର୍ଥଯାତ୍ରା ରାସ୍ତାରେ ଜଙ୍ଗଲଚଟି ଘାଟ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପାହାଡ଼ରୁ…
Read More...

ଜଳ ବାହିତ ଝାଡ଼ାବାନ୍ତି ସଂକ୍ରମଣ ଏବେ ମଣିଷଙ୍କ ଠାରୁ ମଣିଷଙ୍କୁ ଡେଉଁଛି : ଏମ୍ସ ନିର୍ଦ୍ଦେଶକ

ଭୁବନେଶ୍ୱର-: ଝାଡ଼ାବାନ୍ତି ଏବେ ସେକେଣ୍ଡ ଟ୍ରାନ୍ସମିସନ ଷ୍ଟେଜରେ ଅଛି । ଜଳ ବାହିତ ଏହି ଜୀବାଣୁ ଏବେ ମଣିଷଙ୍କଠାରୁ ମଣିଷଙ୍କୁ ଡେଉଁଛି । ଅର୍ଥାତ୍ ସଂକ୍ରମିତ ଅଞ୍ଚଳର ବ୍ୟକ୍ତି ଅନ୍ୟ ଅଞ୍ଚଳକୁ ଯିବା ଏବଂ ସେଠାରେ ଝାଡ଼ା କିମ୍ବା ବାନ୍ତି କଲେ ତାହା ପାଣି ସହ ମିଶି ସଂକ୍ରମଣ ବଢ଼ାଇଥାଏ ବୋଲି…
Read More...