ବିଜେପି ଯୁବମୋର୍ଚ୍ଚା ପକ୍ଷରୁ କଂଗ୍ରେସ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ

ସୁବର୍ଣ୍ଣପୁର:- ସୁବର୍ଣ୍ଣପୁର ଜିଲ୍ଲା ବିନିକା ସିଦ୍ଧାର୍ଥ କଲେଜ ଛକ ଠାରେ ଭାରତୀୟ ଯୁବ ମୋର୍ଚ୍ଚା ସୁବର୍ଣ୍ଣପୁର ଜିଲ୍ଲା ପକ୍ଷରୁ କଂଗ୍ରେସ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି l ଜଣେ ଛାତ୍ରୀଙ୍କୁ ବଳାତ୍କାର କରିଥିବା ଛାତ୍ର କଂଗ୍ରେସ ରାଜ୍ୟ ସଭାପତି ଉଦିତ ପ୍ରଧାନଙ୍କୁ ପୁଲିସ ଗିରଫ…
Read More...

ନୃପରାଜ ସାହୁଙ୍କୁ ସୁବର୍ଣ୍ଣପୁର ଜିଲ୍ଲାପାଳ ଭାବରେ ନିଯୁକ୍ତି ଦେଲେ ଓଡ଼ିଶା ସରକାର

ସୁବର୍ଣ୍ଣପୁର :- ଓଡ଼ିଶା ସରକାର ଏକ ବୃହତ୍ ପ୍ରଶାସନିକ ଅଦଳବଦଳ କରି ୧୬ଟି ଜିଲ୍ଲାରେ ନୂଆ ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ ନିଯୁକ୍ତ କରିଛନ୍ତି। ଏହା ମାଧ୍ୟମରେ ଜନସାଧାରଣଙ୍କୁ ସୁଶାସନ ଓ ସେବା ଯୋଗାଣରେ ନୂଆ ନେତୃତ୍ୱ ଆଣିବାକୁ ଲକ୍ଷ୍ୟ ରଖାଯାଇଛି। ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ…
Read More...

IPS ପ୍ରଶିକ୍ଷାର୍ଥୀମାନେ ଓଡ଼ିଶା ଭ୍ରମଣରେ ଆସି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଓ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀଙ୍କୁ…

୭୭ତମ ବ୍ୟାଚର ୨୬ ଜଣ IPS ପ୍ରଶିକ୍ଷାର୍ଥୀମାନେ ଓଡ଼ିଶା ଭ୍ରମଣରେ ଆସି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ଓ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀମାନଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବା ସହ ବିଭିନ୍ନ ପ୍ରସଙ୍ଗରେ ବିସ୍ତୃତ ଭାବେ ଆଲୋଚନା କରିଛନ୍ତି। ଆରକ୍ଷୀ…
Read More...

ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ଦୁଇଟି ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ବାଟାଲିୟନ୍

ଭୁବନେଶ୍ୱର:- ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ଦୁଇଟି OISF ବା ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ବାଟାଲିୟନ୍ । ଏହାକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗୃହ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହା ୩ ଓ ୪ ନମ୍ବର OISF ବାଟାଲିୟନ ଭାବେ ନାମିତ ହେବ ।…
Read More...

ରାଜଧାନୀରୁ ମାରାତ୍ମକ ସିଂଥେଟିକ ଡ୍ରଗ୍ସ ଠାବ…

ରାଜଧାନୀରୁ ମାରାତ୍ମକ ସିଂଥେଟିକ ଡ୍ରଗ୍ସ ଠାବ । ୨୩ ବର୍ଷୀୟ ଯୁବକ ପାଖକୁ ଆସିଥିଲା ପାର୍ଶଲ। ଏହି ଘଟଣାରେ ଅଭିଯୁକ୍ତ ଆର୍ଯ୍ୟମାନ ପଟ୍ଟନାୟକଙ୍କୁ ଗିରଫ କରିଛି NCB । ବିଦେଶରେ ବ୍ୟବହାର ହୁଏ ଏହି ହାଇ ପ୍ରୋଫାଇଲ ଡ୍ରଗ୍ସ । ଓଡ଼ିଶାରେ ପ୍ରଥମ ଥର ଏଭଳି ମାମଲା ସାମ୍ନାକୁ ଆସିଛି । ଅଭିଯୁକ୍ତ…
Read More...

ବଳଙ୍ଗା ଘଟଣା ଲଜ୍ଜାଜନକ ଏବଂ ଦୁର୍ଭାଗ୍ୟଜନକ – ସୁପ୍ରିମ କୋର୍ଟ

ସୁପ୍ରିମ କୋର୍ଟର ମୁଣ୍ଡ ନୁଆଁଇ ଦେଲା ବଳଙ୍ଗା ଘଟଣା । ଏକ ୧୫ ବର୍ଷିଆ ନାବାଳିକା ଝଅକୁ ନିଆଁ ଲଗାଇଦେବା ଘଟଣା କେବଳ ରାଜ୍ୟରେ ନୁହେଁ ସାରା ଦେଶରେ ମଧ୍ୟ ହଇଚଇ ସୃଷ୍ଟି କରିଛି । ଯେଉଁ ଘଟଣାରେ ଦେଶର ସର୍ବୋଚ୍ଚ ନ୍ୟାୟଳୟକୁ ମଧ୍ୟ ଲଜ୍ଜିତ ହେବାକୁ ପଡିଛି । ଘଟଣାକୁ ଲଜ୍ଜାଜନକ ଏବଂ…
Read More...

ଚାନ୍ଦବାଲିରେ ବିଜେପି ଯୁବ ମୋର୍ଚ୍ଚାର ପ୍ରତିବାଦ

ଚାନ୍ଦବାଲି:- ଚାନ୍ଦବାଲିରେ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରତିବାଦ ସହ କୁଶ ପୁତ୍ତଳିକା ଦାହ l ପୂର୍ବତନ ରାଜ୍ୟ ଛାତ୍ର କଂଗ୍ରେସ ସଭାପତି, ଉଦିତ ପ୍ରଧାନ  ଜଣେ ଯୁବତୀଙ୍କୁ ମୃଦୁ ପାନୀୟରେ ନିଶା ମିଶାଇ ଦୁଷ୍କର୍ମ କରିଥିବା ଅଭିଯୋଗରେ ଗିରଫ ହୋଇଛନ୍ତି । ଏବେ  ସେହି ଘଟଣାକୁ ତୀବ୍ର…
Read More...

ପୁଣି ଭିଜିଲାନ୍ସ ଜାଲରେ ଆଉ ଜଣେ ଅଧିକାରୀ

ଭୁବନେଶ୍ୱର:- ପୁଣି ଭିଜିଲାନ୍ସ ଜାଲରେ ଆଉ ଜଣେ ଅଧିକାରୀ। ବିଏମ୍‌ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ବୁଧବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କ ଘରେ ଏହି ଚଢ଼ାଉ ହୋଇଛି। ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଡ କରିଛି ଭିଜିଲାନ୍ସ। ବିଏମସି…
Read More...

ଓଡ଼ିଶାର ୧୧ଟି ନୂଆ ବ୍ଲକ ନୀତି ଆୟୋଗ ଦ୍ୱାରା ଆକାଂକ୍ଷୀ ବ୍ଲକ ଯୋଜନାରେ ସାମିଲ ହୋଇଛି

ଭୁବନେଶ୍ୱର:- ଓଡ଼ିଶାର ୧୧ଟି ନୂଆ ବ୍ଲକ ନୀତି ଆୟୋଗ ଦ୍ୱାରା ଆକାଂକ୍ଷୀ ବ୍ଲକ ଯୋଜନାରେ ସାମିଲ ହୋଇଛି । କେନ୍ଦୁଝର ଜିଲ୍ଲାର ୫ଟି ବ୍ଲକ ଓ ମୟୂରଭଞ୍ଜ ଜିଲ୍ଲାର ୬ଟି ନୂଆ ବ୍ଲକ ସାମିଲ ହୋଇଛି। ଏହାଦ୍ୱାରା ବର୍ତ୍ତମାନ ଓଡ଼ିଶାର ସମୁଦାୟ ୪୦ଟି ବ୍ଲକ ଆକାଂକ୍ଷୀ ବ୍ଲକ ରେ ପରିଣତ ହୋଇଛି ।…
Read More...

ପୁଣି ଏୟାର ଇଣ୍ଡିଆ ବିମାନରେ ଲାଗିଲା ନିଆଁ

ନୂଆଦିଲ୍ଲୀ: ପୁଣି ଏୟାର ଇଣ୍ଡିଆ ବିମାନରେ ଲାଗିଲା ନିଆଁ । ଲ୍ୟାଣ୍ଡିଂ ବେଳେ ଏୟାର ଇଣ୍ଡିଆ ବିମାନରେ ଅଗ୍ନିକାଣ୍ଡ । ସୋମବାର ଦିଲ୍ଲୀ ବିମାନ ବନ୍ଦରରେ ଲ୍ୟାଣ୍ଡିଂ ବେଳେ ଲାଗିଲା ଅଗ୍ନିକାଣ୍ଡ । ହଂକଂରୁ ଆସୁଥିଲା ଏହି ବିମାନଟି । ତେବେ ସମସ୍ତ ଯାତ୍ରୀ ଓ କ୍ରିଉ ମେମ୍ବର ସୁରକ୍ଷିତ ଥିବା ନେଇ…
Read More...