ଗୋଷାଣୀ ବ୍ଳକର ବିଭିନ୍ନ ସ୍ଥାନରେ ଚାରା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ
ଗଜପତି ଜିଲ୍ଲା ଗୋଷାଣି ବ୍ଲକର ବିଭିନ୍ନ ପଞ୍ଚାୟତରେ ଆଜି ବନ ବିଭାଗ ପକ୍ଷରୁ ଚାରା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହେନ୍ଦ୍ର ବନାଞ୍ଚଳ ପକ୍ଷରୁ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଗୋଷାଣି ଗୋଷ୍ଠି ଉନ୍ନୟନ ଅଧିକାରୀ ଗୌରଚନ୍ଦ୍ର ପଟ୍ଟନାୟକ, ସହକାରୀ ଯନ୍ତ୍ରୀ ସସ୍ମିତା କୁମାରୀ…
Read More...
Read More...