ଗାଧୋଇବାକୁ ଯାଇ ପାଣିରେ ବୁଡିଗଲେ ଦୁଇ ଭାଇ
ପାଣିରେ ବୁଡ଼ି ପ୍ରାଣ ହରାଇଲେ ଦୁଇ ଭାଇ । କଳାହାଣ୍ଡି ଜିଲ୍ଲା ସଦର ଥାନା ଅନ୍ତର୍ଗତ ଗୁଞ୍ଚିପଦର୍ ଗାଁରେ ଅଘଟଣ। ଗାଁ ମୁଣ୍ଡ ପୋଖରୀ କୁ ଗାଧୋଇବା କୁ ଯାଇଥିବା ବେଳେ ପାଣିରେ ବୁଡ଼ି ଯାଇଥିଲେ । ଘଟଣାସ୍ଥଳରେ ଓଡ୍ରାପ ଟିମ ପହଞ୍ଚି ଉଦ୍ଧାର କରିଥିବା ବେଳେ ଦୁଇ ଭାଇ ପ୍ରାଣ ହରାଇଛନ୍ତି । ଜଣେ…
Read More...
Read More...