ଗାଁକୁ ପକ୍କା ରାସ୍ତା ନଥିବାରୁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ : ଚାଲିଗଲା ଯୁବକଙ୍କ ଜୀବନ

ବନବାସୀ ପ୍ରଧାନ / ବାଲିଗୁଡା: ଗାଁକୁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ । ଖଟିଆରେ ବୁହାହୋଇ ମେଡିକାଲ ଗଲେ ରୋଗୀ । ଏଭଳି ଘଟଣା କନ୍ଧମାଳ ଜିଲ୍ଲା କୋଟଗଡ଼ ବ୍ଲକ୍ ଅନ୍ତର୍ଗତ ବାଡିପଙ୍ଗା ଗାଁରେ । ସୂଚନା ଅନୁଯାୟୀ, ଗାଁକୁ ପକ୍କା ରାସ୍ତା ନଥିବାରୁ ପହଞ୍ଚି ପାରି ନଥିଲା ଆମ୍ବୁଲାନ୍ସ ବାଧ୍ୟହୋଇ…
Read More...

‘ସୁଭଦ୍ରା’ ଶୁଭାରମ୍ଭ କଲେ ମୋଦି, ବ୍ୟାଙ୍କ୍‌ ଆକାଉଣ୍ଟକୁ ଗଲା ପ୍ରଥମ କିସ୍ତି ଟଙ୍କା

ଭୁବନେଶ୍ୱର : ଜନତା ମଇଦାନରେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ପ୍ରଥମ କିସ୍ତି ଟଙ୍କା । ପ୍ରଥମ କିସ୍ତି ଭାବେ ୫ହଜାର ଟଙ୍କା ଆକାଉଣ୍ଟକୁ ଯାଇଥିବା ସୂଚନା । ୨୫ ଲକ୍ଷ ୧୧ ଜଣ ମହିଳାଙ୍କ ଆକାଉଣ୍ଟ କୁ ଗଲା ସୁଭଦ୍ରା ଟଙ୍କା…
Read More...

ଗାଡକଣା ଯାଇ କ୍ଷୀରିଖାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ୱର: ଦିନିକିଆ ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୋଦୀଙ୍କ ଜନ୍ମ ଦିନ ଅବସରରେ ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ‘ ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ । ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସି ଭୁବନେଶ୍ୱର…
Read More...

ଆତିଶୀ ଦିଲ୍ଲୀ ମୁଖ୍ୟମନ୍ତ୍ରୀ : ଆତିଶୀଙ୍କ ନାଁ ଘୋଷଣା କଲେ କେଜରିୱାଲ

ନୂଆଦିଲ୍ଲୀ: ଆତିଶୀ ଦିଲ୍ଲୀ ମୁଖ୍ୟମନ୍ତ୍ରୀ । ଅରବିନ୍ଦ କେଜ୍ରିୱାଲଙ୍କ ସ୍ଥାନରେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ହେବେ ୪୩ବର୍ଷୀୟା ଆତିଶୀ ମାର୍ଲେନ। ଆଜି ଆପର ବିଧାୟକ ଦଳ ବୈଠକରେ ସର୍ବ ସମ୍ମତିକ୍ରମେ ଆତିଶୀଙ୍କ ନାମରେ ମୋହର ବାଜିଛି। ବିଧାୟକ ଦଳର ନେତା ଭାବେ ନିର୍ବାଚିତ ହୋଇଥିବାରୁ ଆତୀଶ…
Read More...

ଓଡିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର: ଓଡିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିମାରବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିଛନ୍ତି । ଏବେ ବିମାନବନ୍ଦରରୁ…
Read More...

ମେଜର ଗୁରୁବଂଶ ସିଂ ଓ ବାନ୍ଧବୀଙ୍କୁ ଥାନାରେ ମାଡ ଓ ଗିରଫ ମାମଲା: କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର:  ରାଜଧାନୀରେ ସେନା ପୋଲିସ କଳି ଘଟଣା ।ଘଟଣାର ତଦନ୍ତ କ୍ରାଇମବ୍ରାଞ୍ଚ କରିବାକୁ ପୋଲିସ ଡିଜିଙ୍କ ନିର୍ଦେଶ। ସୂଚନା ଅନୁଯାୟୀ,  ଗତ ଶନିବାର ରାତିରେ ଭରତପୁର ଥାନା ରେ ଘଟିଥିଲା ଘଟଣା ।ରାତି ପ୍ରାୟ 2:30ମିନିଟ ରେ ଥାନାକୁ ଅଭିଯୋଗ ପାଇଁ ଆସିଥିଲେ ମେଜର ଗୁରୁବନ୍ତ ସିଂ ଓ…
Read More...

ଫାଇନାଲରେ ଭାରିତୀୟ ହକି ଦଳ: ଚୀନ ସହ ହେବ ଲଢେଇ

ଏସିଆନ ଚାମ୍ପିଅନ୍ସ ଟ୍ରଫି ୨୦୨୪ର ଫାଇନାଲରେ ଭାରତୀୟ ହକି ଟିମ୍‌ । ସାଉଥ କୋରିଆକୁ ହରାଇ ଫାଇନାଲରେ ପ୍ରବେଶ କରିଛି ଭାରତ । ସାଉଥ କୋରିଆକୁ ୪-୧ରେ ହରାଇଛି ଭାରତ । ଏବେ ଭାରତ ଫାଇନାଲରେ ଚୀନକୁ ସାମ୍ନା କରିବ । ସେପଟେ ଚୀନ ସେମିଫାଇନାଲରେ ପାକିସ୍ତାନକୁ ପରାସ୍ତ କରିଛି । ଭାରତ ଏହି…
Read More...

ହୋ ଭାଷାର ସାମ୍ବିଧାନିକ ମାନ୍ୟତା ଦାବିରେ ନୂଆଦିଲ୍ଲୀରେ ଧାରଣା ପ୍ରଦର୍ଶନ

ରାଇରଙ୍ଗପୁର/ ସତ୍ୟାନାରୟଣ ପାଲ: ଭାରତୀୟ ସମ୍ବିଧାନର ଅଷ୍ଟମ ସୂଚୀରେ ହୋ ଭାଷାକୁ ଅନ୍ତର୍ଭୁକ୍ତ କରିବା ଦାବିକୁ ସମର୍ଥନ କରି ଆଦିବାସୀ ହୋ ସମାଜ ଯୁବା ମହାସଭା ତରଫରୁ ନୂଆଦିଲ୍ଲୀର ଜନ୍ତର ମନ୍ତରଠାରେ ଏକ ବିକ୍ଷୋଭ ପ୍ରଦର୍ଶନ ଅନୁଷ୍ଠିତ ହୋଇଯାଇଛି । ଦେଶର ବିଭିନ୍ନ ରାଜ୍ୟରୁ ଆସିଥିବା ଲୋକଙ୍କ…
Read More...

ବର୍ଷା ପାଇଁ ରାଜ୍ୟର ୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ବଙ୍ଗୋପସାଗରରେ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇଛି। ଏହା ପ୍ରଭାବରେ ଏବେ ଉତ୍ତର ଏବଂ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଛି। ସୋମବାର ବର୍ଷା ପାଇଁ ରାଜ୍ୟର ୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏନେଇ…
Read More...

ବନ୍ଦେ ମେଟ୍ରୋ ଟ୍ରେନର ନାମ ବଦଳି ‘ନମୋ ଭାରତ ରାପିଡ ରେଳ’ ହୋଇଛି

ନୂଆଦିଲ୍ଲୀ: ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ମେଟ୍ରୋ ଟ୍ରେନର ନାମ ବଦଳିଛି। ଏହାର ନାମ 'ନମୋ ଭାରତ ରାପିଡ ରେଳ' ରଖାଯାଇଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି। ପ୍ରଧାନମନ୍ତ୍ରୀ ମୋଦି ଅହମଦାବାଦ ଏବଂ ଗାନ୍ଧିନଗରକୁ ଯୋଡୁଥିବା ମେଟ୍ରୋ ଟ୍ରେନ ସେବାର ଆରମ୍ଭ କରିବେ । କିନ୍ତୁ ଏହା…
Read More...