ଦିନ ୧୧ଟା ୩୦ ସୁଦ୍ଧା ଭୁବନେଶ୍ବରରେ ୩୭.୪ ଡିଗ୍ରୀ ତାପମାତ୍ରା ରେକର୍ଡ

 ଭୁବନେଶ୍ୱର: ତାତିରେ ଛାଟପଟ  ହେଉଛନ୍ତ ରାଜ୍ୟ ବାସି । ରାଜ୍ୟରେ ପ୍ରଚଣ୍ଡ ଖରା ସାଙ୍ଗକୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି । ଅସହ୍ୟ ତାତିରେ ଜନଜୀବନ ଅସ୍ତବ୍ୟସ୍ତ । ୩୭ ଡିଗ୍ରୀ ଅତିକ୍ରମ କଲା ରାଜଧାନୀ ତାତି । ଦିନ ୧୧ଟା ୩୦ ସୁଦ୍ଧା ଭୁବନେଶ୍ବରରେ ୩୭.୪ ଡିଗ୍ରୀ ତାପମାତ୍ରା ରେକର୍ଡ…
Read More...

କାଳବୈଶାଖୀ ନେଇ ୧୮ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖୀ ଜନିତ ବର୍ଷା । ଏହା ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ଜାରି ରହିବା ସମ୍ଭାବନା ରହିଛି । ଏନେଇ ଆଜି ୧୮ ଟି ଜିଲ୍ଲାକୁ ସତର୍କ ସୂଚନା ଦେଇଛି ପାଣିପାଗ କେନ୍ଦ୍ର ।  ସେହି ଜିଲ୍ଲା ଗୁଡିକ ହେଲା, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି,…
Read More...

୬ ଓ୍ଵିକେଟ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସକୁ ହରାଇଛି ସନରାଇଜର୍ସ ହାଇଦ୍ରାବାଦ

ଲକ୍ଷ୍ନୌ: ୬ ଓ୍ଵିକେଟ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସକୁ ହରାଇଛି ସନରାଇଜର୍ସ ହାଇଦ୍ରାବାଦ । ଲକ୍ଷ୍ନୌ ସୁପର ଜାଏଣ୍ଟସର ପ୍ଲେଅଫ ଆଶାକୁ ଚୂରମାର କରି ଦେଇଛି। ଆଇପିଏଲ ୨୦୨୫ରେ ଲକ୍ଷ୍ନୌର ଏହା ସପ୍ତମ ପରାଜୟ ଥିଲା, ଯାହା ତାଙ୍କୁ ଟୁର୍ଣ୍ଣାମେଣ୍ଟରୁ ବାହାର କରି ଦେଇଛି। ଲକ୍ଷ୍ନୌର ଭାରତ ରତ୍ନ…
Read More...

ଦିନେ ଦୁଇ ଦିନ ଭିତରେ ଯୁକ୍ତ ଦୁଇ ପରୀକ୍ଷା ଫଳ : ନିତ୍ୟାନନ୍ଦ ଗଣ୍ଡ

ଭୁବନେଶ୍ବର : ଦିନେ ଦୁଇ ଦିନ ଭିତରେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବ । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ଯୁକ୍ତ ଦୁଇ ରେଜଲ୍ଟ ବାହାରିବାକୁ ଆଉ ବିଳମ୍ବ ହେବନି । ପିଲାମାନେ ବ୍ୟସ୍ତ ହୁଅନ୍ତୁ ନାହିଁ । ଯେହେତୁ ଆଜି…
Read More...

ଭରତପୁର ସେନା ପୋଲିସ ବିବାଦ ମାମଲା: 4 ପୋଲିସ କର୍ମଚାରୀଙ୍କ ନିଲମ୍ବନ ପ୍ରତ୍ୟାହାର

ଭୁବନେଶ୍ବର:  ଭରତପୁର ଥାନା ସେନା ପୋଲିସ ବିବାଦ ମାମଲା । SI ବୈଶାଳୀନି ପଣ୍ଡା,  ASI ସଲିଲମୟୀ ସାହୁ ଓ ସାଗରିକା ରଥ ସମେତ 4 ପୋଲିସ କର୍ମଚାରୀଙ୍କ ନିଲମ୍ବନ ପ୍ରତ୍ୟାହାର । ନିଲମ୍ବନ ପ୍ରତ୍ୟାହାର ନେଇ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା । ହେଲେ ପୂର୍ବତନ IIC ଦୀନକୃଷ୍ଣ ମିଶ୍ରଙ୍କ ଉପରୁ…
Read More...

ଏସିଡ ମାଡ଼ କରିବାକୁ ଧମକ ଦେଇ ଯୁବକ ଗିରଫ

ଭୁବନେଶ୍ୱର :  ଏସିଡ ମାଡ଼ କରିବାକୁ ଧମକ ଦେଇ ପ୍ରେମିକ ଗିରଫ । ଏପରି ଅଭାବନୀୟ ଘଟଣା ଘଟିଛି ସହିଦନଗର ଥାନା ଅଂଚଳରେ । ଜଣେ ଯୁବତୀଙ୍କୁ ଏକତରଫା ପ୍ରେମ କରୁଥିଲା ଅଭିଯୁକ୍ତ ସୁନୀଲ ସେଠି । ଝିଅ ରାଜି ନହେବାରୁ ଜବରଦସ୍ତ କରିବାକୁ ଉଦ୍ୟମ କରିଥିଲା । ଏପରିକି ଯୁବତୀଙ୍କୁ ଆକ୍ରମଣ କରିବାକୁ…
Read More...

ପୁଣି  ଲିଙ୍ଗରାଜ ମନ୍ଦିର ଉପରେ ଉଡିଲା ଡ୍ରୋନ: ତଦନ୍ତ ଜାରି

ଭୁବନେଶ୍ୱର: ପୁଣି  ଲିଙ୍ଗରାଜ ମନ୍ଦିର ଉପରେ ଉଡିଲା ଡ୍ରୋନ ।  ଆଜି  ଅପରାହ୍ନ ୫ଟା ୧୫ରୁ ୫ଟା ୩୦ ପର୍ଯ୍ୟନ୍ତ ଉଡିଲା ଡ୍ରୋନ । ତେବେ ଡ୍ରୋନ ଉଡିବା ନେଇ ଡ଼ିଜିପିଙ୍କ କଡା କଟକଣା ସତ୍ୱେ ଆଜି ଏପରି ଘଟଣା ଦେଖିବାକୁ ମିଳିଛି  । ଏ ନେଇ ପୋଲିସକୁ ମନ୍ଦିର ସେବାୟତ ଅବଗତ କରାଇଛନ୍ତି । ଘଟଣାର…
Read More...

ପୁଣି ପାଖକୁ ଆସିଲା ଆଇପିଏଲ ୨୦୨୫ର ଅରେଞ୍ଜ କ୍ୟାପ୍

ଏବେ ସାଇ ସୁଦର୍ଶନ ଅରେଞ୍ଜ କ୍ୟାପ୍ ଦୌଡ଼ରେ ବହୁତ ଆଗରେ ଅଛନ୍ତି । ତାଲିକାର ଦ୍ୱିତୀୟ ସ୍ଥାନରେ ରାଜସ୍ଥାନ ରୟାଲ୍ସ ପ୍ଲେୟର ଯଶସ୍ୱୀ ଜୟସୱାଲ ରହିଛନ୍ତି । ଯିଏକି ସିଜିନରେ ୫୨୩ ରନ କରିଛନ୍ତି । ଅନ୍ୟପକ୍ଷରେ ଗୁଜରାଟ ଟାଇଟାନ୍ସ ଅଧିନାୟକ ଶୁଭମାନ ଗିଲ୍ ଏହି ଲିଷ୍ଟର ତୃତୀୟରେ ରହିଛନ୍ତି । ୫୧୦…
Read More...

ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ ଅବସରରେ ସମ୍ପର୍ଣ୍ଣ ହୋଇଛି ଚକଅଖ ଡେରା ନୀତି

ପୁରୀ : ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରାକୁ ଆଉ ମାତ୍ର ଦିନ କେଇଟା ବାକି  । ଏଥିଲାଗି ଚଳଚଞ୍ଚଳ ହୋଇପଡିଛି ରଥଖଳା । କାରିଗର ମାନେ ରଥ ନିର୍ମାଣ କାର୍ଯ୍ୟରେ ଦିନ ରାତି ଏକ କରି ଦେଇଛନ୍ତି । ଆଜି ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ ଅବସରରେ ଶ୍ରୀକ୍ଷେତ୍ରରେ ସମ୍ପର୍ଣ୍ଣ ହୋଇଛି ତିନି ରଥର…
Read More...

ବିସ୍ଫୋରକ ବ୍ୟାଟସମ୍ୟାନ୍ ଟ୍ରାଭିସ୍ ହେଡ୍ କରୋନାରେ ସଂକ୍ରମିତ

ଲକ୍ଷ୍ନୌ : ଆଜି ସନ୍ଧ୍ୟାରେ ଖେଳାଯିବ ଲକ୍ଷ୍ନୌ ସୁପରଜାଏଣ୍ଟ୍ସ ବନାମ ସନରାଇଜର୍ସ ହାଇଦ୍ରାବାଦ ମ୍ୟାଚ୍ ।  ଏହା ପୂର୍ବରୁ ଲକ୍ଷ୍ନୌ ପାଇଁ ଏକ ଖୁସି ଖବର ଆସିଛି କାରଣ ହାଇଦ୍ରାବାଦର ବିସ୍ଫୋରକ ବ୍ୟାଟସମ୍ୟାନ୍ ଟ୍ରାଭିସ୍ ହେଡ୍ କରୋନାରେ ସଂକ୍ରମିତ ହୋଇଛନ୍ତି। ଏହି କାରଣରୁ ସେ ଆଜିର ମ୍ୟାଚ୍…
Read More...