ଆରମ୍ଭ ହେଲା ବିଧାନସଭାର ସର୍ବଦଳୀୟ ବୈଠକ
ଭୁବନେଶ୍ୱର: ଆରମ୍ଭ ହେଲା ବିଧାନସଭାର ସର୍ବଦଳୀୟ ବୈଠକ । ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହୋଇଛି ବୈଠକ । ଏହି ବୈଠକରେ ଉପସ୍ଥିତ ଅଛନ୍ତି ମୁଖ୍ୟମନ୍ତ୍ରୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ଙ୍କ ସମେତ ଶାସକ ଦଳ ମୁଖ୍ୟ ସଚେତକ, ବିରୋଧୀ ମୁଖ୍ୟ ସଚେତକ ଓ କଂଗ୍ରେସ ବିଧାୟକ ଦଳ ନେତା।…
Read More...
Read More...