ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ରାଜ୍ୟରେ ପ୍ରବଳ ବର୍ଷା ନେଇ ଆଲର୍ଟ କଲା ପାଣିପାଗ ବିଭାଗ । ଆଗାମୀ ୨ରୁ ୩ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଜିଲ୍ଲାଗୁଡିକ ହେଉଛି କୋରାପୁଟ, କଟକ, ଖୋର୍ଦ୍ଧା, ନୟାଗଡ, ଜୟପୁର, ବାଲେଶ୍ବର, ଗଞ୍ଜାମ । ଏସବୁ ଜିଲ୍ଲାକୁ…
Read More...
Read More...