ହିସାର ଆସନରୁ ଜିତିଲେ ସ୍ୱାଧୀନ ପ୍ରାର୍ଥୀ ସାବିତ୍ରୀ ଜିନ୍ଦଲ

ହରିୟାଣା: ନିର୍ବାଚନ ଜିତିଲେ ଦେଶର ଧନୀ ମହିଳା । ହରିୟାଣାର ହିସାର ଆସନରୁ ଜିତିଲେ ସ୍ୱାଧୀନ ପ୍ରାର୍ଥୀ ସାବିତ୍ରୀ ଜିନ୍ଦଲ ୧୮ ହଜାର ରୁ ଅଧିକ ଭୋଟରେ ବିଜୟୀ ହୋଇଛନ୍ତି । ନିକଟତମ ପ୍ରତିଦ୍ବନ୍ଦ୍ବୀ କଂଗ୍ରେସର ରାମ ନିୱାସ ରାରାଙ୍କୁ ସେ ପରାସ୍ତ କରିଛନ୍ତି । ସାବିତ୍ରୀ ଜିନ୍ଦଲ ହେଉଛନ୍ତି…
Read More...

ପଦାର୍ଥ ବିଜ୍ଞାନ ପାଇଁ ୨ ଜଣଙ୍କୁ ମିଳିବ ନୋବେଲ ପୁରସ୍କାର

ନୂଆଦିଲ୍ଲୀ: ପଦାର୍ଥ ବିଜ୍ଞାନ ପାଇଁ ୨ ଜଣଙ୍କୁ ମିଳିବ ନୋବେଲ ପୁରସ୍କାର। ଚଳିତ ଥର ଜେ. ହୋପଫାଇଲ୍ଡ ଏବଂ ଜେଫ୍ରି ହିଣ୍ଟନଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପାଇଁ ଘୋଷଣା କରାଯାଇଛି। ଷ୍ଟକହୋମର ରୟାଲ୍ ସ୍ୱିଡିଶ୍ ଏକାଡେମୀ ଅଫ୍ ସାଇନ୍ସ ପକ୍ଷରୁ ଏହି ପୁରସ୍କାର ଘୋଷଣା କରାଯାଇଛି।…
Read More...

ଜମ୍ମୁ କାଶ୍ମୀରର ଚାଲିଛି ଭୋଟ ଗଣତି ପ୍ରକ୍ରିୟା : ପ୍ରଥମଥର ଖତା ଖୋଲିଲା ଆପ୍

ନୂଆଦିଲ୍ଲୀ: ଚାଲିଛି ହରିୟାଣା  I ଜମ୍ମୁ କାଶ୍ମୀରର ଭୋଟ ଗଣତି ପ୍ରକ୍ରିୟା । ଏହାରି ଭିତରେ  ଜାମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ ଫଳାଫଳ ଆସିବାରେ ଲାଗିଛି । ଏଠାରେ ନ୍ୟାସନାଲ କନଫରେନ୍ସ ଓ କଂଗ୍ରେସ ମେଣ୍ଟ ସରକାର ଗଠନ କରିବା ନେଇ ଏକ ପ୍ରକାର ସ୍ପଷ୍ଟ ହୋଇଆସିଲାଣି । ଏହାରି ଭିତରେ ଏକ…
Read More...

୬୦୧୫ ଭୋଟରେ ଜିତିଛନ୍ତି ବିନେଶ ଫୋଗତ

ହରିୟାଣା: ବାଜି ମାରିଲେ ବିନେଶ୍ । କୁସ୍ତି ପରେ ଏବେ ରାଜନୀତିରେ କଲେ କମାଲ । ଚିତପଟାଙ୍ଗ ହେଲେ ପ୍ରତିଦ୍ୱନ୍ଦ୍ୱି ଯୋଗେଶ ବୈରାଗୀ । ହରିୟାଣାର ଜୁଲାନା ବିଧାନସଭା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସର ବିନେଶ ଫୋଗତ ବିଜୟୀ ହୋଇଛନ୍ତି। ୬୦୧୫ ଭୋଟରେ ଜିତିଛନ୍ତି ପୂର୍ବତନ ତାରକା କୁସ୍ତିଯୋଦ୍ଧା…
Read More...

ରାସବିହାରୀ ପ୍ରଡକ୍ସନରେ ସାନ୍ତାଳୀ ସହରାଇ ପରବର ଗୀତ ରେକର୍ଡିଙ୍ଗ

ରାଇରଙ୍ଗପୁର/ ସତ୍ୟାନାରୟଣ ପାଲ: ପାର୍ବଣ ଋତୁ ଆସିଛି l ଆଉ କେଇଟା ଦିନ ପରେ ସାର୍ବଜନୀନ ମା ଦୁର୍ଗା ପୂଜା l ଏହା ପରେ ଲଷ୍ମୀ ପୂଜା, ତା ପଛକୁ ଆସୁଛି କାଳୀ ପୂଜା l ଯଦିଓ କାଳୀ ପୂଜା ସହିତ ଆଦିବାସୀମାନଙ୍କର କୌଣସି ସମ୍ପର୍କ ନାହିଁ l ତେବେ କେତେକ ସାନ୍ତାଳ ସମ୍ପ୍ରଦାୟ କାଳୀ ପୂଜା ସମୟରେ ତ…
Read More...

୧୦ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ବିଶ୍ୱପ୍ରସିଦ୍ଧ ଶିମିଳିପାଳ ଅଭୟାରଣ୍ୟ

ମୟୂରଭଞ୍ଜ : ଆସନ୍ତା ୧୦ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ବିଶ୍ୱପ୍ରସିଦ୍ଧ ଶିମିଳିପାଳ  ଅଭୟାରଣ୍ୟ । ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ବନ୍ୟ ପ୍ରାଣୀ ସଂରକ୍ଷକ ଡ. ପ୍ରକାଶ ଚାନ୍ଦ ଗୋଗିନେନି ଏନେଇ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ।…
Read More...

ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଅରୁଣ ଷଡଙ୍ଗୀ

କଟକ: ଦାୟିତ୍ୱ ଗ୍ରହଣ କଲେ ଅରୁଣ ଷଡଙ୍ଗୀ । ବରିଷ୍ଠ ଆଇପିଏସ୍ ଅରୁଣ କୁମାର ଷଡ଼ଙ୍ଗୀ ଓଡ଼ିଶା ଲୋକ ସେବା ଆୟୋଗ(ଓପିଏସସି) ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ୬ ବର୍ଷ ପାଇଁ ଆୟୋଗରେ ନିଜର ଦାୟିତ୍ୱ ତୁଲାଇବେ ଅରୁଣ ଷଡ଼ଙ୍ଗୀ। ଦାୟିତ୍ୱ ଗ୍ରହଣ ପରେ ଅରୁଣ ଷଡଙ୍ଗୀଙ୍କ ଆସିଛି…
Read More...

ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟରେବସିବ ଛତିଶା ନିଯୋଗ ବୈଠକ

ପୁରୀ / ସଞ୍ଜୟ ମହାପାତ୍ର: ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟରେବସିବ ଛତିଶା ନିଯୋଗ ବୈଠକ।।    କାର୍ତ୍ତିକ ମାସ ନୀତି ନିର୍ଘଣ୍ଟରେ ଲାଗିବ ମୋହର। ଶ୍ରୀମନ୍ଦିରରେ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ନେଇ ମଙ୍ଗଳବାର ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ଛତିଶା ନିଯୋଗର ବୈଠକ ଅନୁଷ୍ଠିତ ହେବ। ଏଥିରେ…
Read More...

ଭିଜିଲାନ୍ସ ଜାଲରେ ପଞ୍ଚାୟତିରାଜ ଓ ପାନୀୟ ଜଳଯୋଗାଣ ଯୋଜନା ବିଭାଗର ପ୍ରାଇଭେଟ୍ ସେକ୍ରେଟାରୀ

ଭୁବନେଶ୍ବର :  ଭିଜିଲାନ୍ସ ଜାଲରେ ପଞ୍ଚାୟତିରାଜ ଓ ପାନୀୟ ଜଳଯୋଗାଣ ଯୋଜନା ବିଭାଗର ପ୍ରାଇଭେଟ୍ ସେକ୍ରେଟାରୀ ରମେଶ ଜେନା । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକାସାଙ୍ଗେ ୮ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ । ଏହି ଚଢାଉରେ ୮ ଜଣ ଡିଏସପି, ୩ ଜଣ ଇନ୍ସପେକ୍ଟର, ୧୦ ଜଣ ଏଏସଆଇ ଏବଂ…
Read More...

କମିସନରେଟ ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ

ଭୁବନେଶ୍ୱର: କମିସନରେଟ ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ | ଭୁବନେଶ୍ୱର ଡିସିପି ପିନାକ ମିଶ୍ର ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ବିଭିନ୍ନ ଅଞ୍ଚଳ ବୁଲି ଫ୍ଲାଗ ମାର୍ଚ୍ଚ କରିଛନ୍ତି | ରାଜଧାନୀ ବାସି କେମିତି ସୁରକ୍ଷିତ ର ସହ ପୂଜା ପାଳନ କରିବେ ତାକୁ ଗୁରୁତ୍ୱ ଦିଆଯାଇଛି | ଭୁବନେଶ୍ୱରରେ ସୁରକ୍ଷା…
Read More...