ଭୁଶୁଡିଲା ବେଦାନ୍ତ କମ୍ପାନୀର ରେଡ୍ ମଡ୍ ପଣ୍ଡ
କଳାହାଣ୍ଡି / ଜନକ ପୋଡା: ଭାଙ୍ଗିଲା ବେଦାନ୍ତର ରେଡ୍ ମଡ୍ ପଣ୍ଡ। ଚାଷ ଜମିରେ ମାଡିଗଲା କାଦୁଅ ପାଣି। କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡରେ ଥିବା ବେଦାନ୍ତ କମ୍ପାନୀର ବସନ୍ତପଡାରେ ନିର୍ମାଣ କରାଯାଇଥିବା ରେଡ୍ ମଡ୍ ପଣ୍ଡ ଆଜି ଭୁଶୁଡି ପଡିଛି। ଫଳରେ ବସନ୍ତପଡା ସମେତ ବନ୍ଧଗୁଡା, ତୁରିଗୁଡାରେ…
Read More...
Read More...