ଭାରତରେ ଚିହ୍ନଟ ସନ୍ଦିଗ୍ଧଙ୍କ ଠାରେ ମଙ୍କିପକ୍ସ ଭୂତାଣୁ ଚିହ୍ନଟ

ନୂଆଦିଲ୍ଲୀ: ଭାରତରେ ଚିହ୍ନଟ ହେଲେ ପ୍ରଥମ ମଙ୍କିପକ୍ସର ରୋଗୀ। ସନ୍ଦିଗ୍ଧ ରୋଗୀଙ୍କୁ ଦିଲ୍ଲୀର ଏହି ଡାକ୍ତରଖାନାରେ କ୍ୱାରେଣ୍ଟାଇନରେ ରଖାଯାଇଥିଲା। ବର୍ତ୍ତମାନ, ଲ୍ୟାବ୍ ଟେଷ୍ଟ ପାଇଁ ଯାଇଥିବା ନମୁନାରୁ ସ୍ପଷ୍ଟ ହୋଇଛି।ରୋଗୀ ଜଣଙ୍କ ବିଦେଶରୁ ଫେରିଥିବା ସୂଚନା । ବର୍ତ୍ତମାନ ରୋଗୀଙ୍କୁ…
Read More...

କୋରାପୁଟ ଓ ମାଲକାନଗିରି ଜିଲ୍ଲରେ ବର୍ଷାଜନିତ କ୍ଷୟକ୍ଷତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କର ଦୁଇଦିନିଆ ସମ୍ବଲପୁର ଗସ୍ତରୁ ଫେରିବା ବେଳେ ସମ୍ବଲପୁରଠାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କ ସହ କୋରାପୁଟ ଓ ମାଲକାନଗିରି ଜିଲ୍ଲରେ ପ୍ରବଳ ବର୍ଷାଜନିତ କ୍ଷୟକ୍ଷତି ନେଇ ଆଲୋଚନା କରିଛନ୍ତି ।…
Read More...

ଲଗାତାର ବର୍ଷା ଯୋଗୁଁ ମୀନକେତନ କଲେଜରେ ଆଣ୍ଠୁଏ ପାଣି

ଗଜପତି : ବର୍ଷା ପାଣିରେ ଭାସୁଛି କାଲଜ । ଗତ କିଛି ଦିନ ହେବ ଲଘୁଚାପ ଜନିତ ବର୍ଷା ଲାଗି ରହିଛି । ଫଳରେ ଗଜପତି ଜିଲ୍ଲା ଗୋଷାଣି ବ୍ଲକ ଗୁରାଣ୍ଡି ଗ୍ରାମସ୍ଥିତ ମୀନକେତନ ମହାବିଦ୍ୟାଳୟ ଜଳଘେରରେ ରହିଛି ଓ ଦୀର୍ଘ ବର୍ଷ ହେଲା ଏପରି ସ୍ଥିତି ଉପୁଜୁଥିଲେ ମଧ୍ୟ କଲେଜ କର୍ତ୍ତୃପକ୍ଷ କିମ୍ବା…
Read More...

ପୌରାଞ୍ଚଳ ମାନଙ୍କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ : ଶ୍ରୀମତୀ ଉଷା ପାଢୀ

ଭୁବନେଶ୍ୱର:  ଜିଲ୍ଲା ଦାୟିତ୍ୱରେ ଥିବା ବିଭାଗର ନୋଡାଲ ଅଧିକାରୀମାନେ କ୍ରମାଗତ ଭାବେ ସଂପୃକ୍ତ ଜିଲ୍ଲାର ପୌରାଚଂଳରପରିସ୍ଥିତି ସଂପର୍କରେ ମନିଟର କରିବାକୁ କୁହାଯାଇଛି l ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସାରେ ପଶ୍ଚିମ-କେନ୍ଦ୍ର ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମ…
Read More...

ନଭେମ୍ବର ୧୫ସୁଦ୍ଧା ସିସିଟିଭି ନଲାଗିଲେ ବାତିଲ ହେବ ପରୀକ୍ଷା

ଭୁବନେଶ୍ବର : ୨୦୨୫ରେ ହେବାକୁ ଥିବା ଯୁକ୍ତ ଦୁଇ ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ଯୁକ୍ତ ଦୁଇ ପ୍ରାକ୍ଟିକାଲ ଓ ଥିଓରୀ ପରୀକ୍ଷା ପାଇଁ ପ୍ରସ୍ତୁତି ଜୋରଦାର ଚାଲିଥିବା ବେଳେ ଫାଇନାଲ୍ ପରୀକ୍ଷା ପାଇଁ ହାତରେ ଆଉ ୪ ମାସ ବାକି ରହିଛି। ତା’ପୂର୍ବରୁ ସବୁ…
Read More...

ସିବିଆଇକୁ ନୂଆ ଷ୍ଟାଟସ୍ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: କଲକାତା ଆର.ଜି. କର ମେଡିକାଲରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଏବଂ ହତ୍ୟା ମାମଲାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି।  ସର୍ବୋଚ୍ଚ ନ୍ୟାୟାଳୟ ନିଜ ଆଡୁ ମାମଲା ରୁଜୁ କରି ଶୁଣାଣି କରୁଥିବାବେଳେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ)କୁ ନୂଆ ତଦନ୍ତ ରିପୋର୍ଟ ଦାଖଲ କରିବାକୁ…
Read More...

ବନ୍ଦ ଘରୁ ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର

କଟକ : ବନ୍ଦ ଘରୁ ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର । କଟକ ସିଡିଏ ସେକ୍ଟର ୯ ସ୍ଥିତ ଭଡ଼ା ଘରୁ ମୃତଦେହ ଉଦ୍ଧାର ମର୍କତନଗର ଥାନା ପୋଲିସ । ମୃତ ଅଧ୍ୟାପିକା ହେଲେ ନରାଜ ସ୍ଥିତ ଜାତୀୟ ଆଇନ ବିଶ୍ଵବିଦ୍ୟାଳୟର ପ୍ରଧ୍ୟାପିକା ଅନନ୍ୟା ଚକ୍ରବର୍ତ୍ତୀ । ଅନନ୍ୟାଙ୍କ ଘର ପଶ୍ଚିମବଙ୍ଗ ହୋଇଥିବା ବେଳେ…
Read More...

24 ଘଣ୍ଟା ପର୍ଯ୍ୟନ୍ତ ସାରା ରାଜ୍ୟରେ ଜାରି ରହିବ ବର୍ଷା

ଭୁବନେଶ୍ୱର: ଆସନ୍ତା 24 ଘଣ୍ଟା ପର୍ଯ୍ୟନ୍ତ ସାରା ରାଜ୍ୟରେ ଜାରି ରହିବ ବର୍ଷା । ଆଜି ପାଇଁ ରାଜ୍ୟର 7 ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରିଚି ପାଣିପାଗ ବିଭାଗ କେନ୍ଦ୍ର ।  ଜିଲ୍ଲାଗୁଡିକ ହେଉଚି ଗଞ୍ଜାମ, କନ୍ଧମାଳ,  ନୟାଗଡ଼,ଖୋର୍ଦ୍ଧା, ପୁରୀ, ବୌଦ୍ଧ, ଏବଂ ବଲାଙ୍ଗୀର । ବର୍ତମାନ ଗଭୀର …
Read More...

ସମ୍ବଲପୁର ଗସ୍ତରେ ଯାଇ ନବାନ୍ନ ଖାଇଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର: ସମ୍ବଲପୁର ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ । ସେଠାରେ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଈଙ୍କ ଦର୍ଶନ କରିଛନ୍ତି । ଏହା ପରେ ସେ ପଶ୍ଚିମଓଡ଼ିଶାବାସୀଙ୍କୁ ନୂଆଁଖାଇ ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ଏହି ଅବସରରେ ସେ ସ୍ତ୍ରୀଙ୍କ ସହିତ ନବାନ୍ନ ଖାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ…
Read More...

ଡିଜେ ପରେ ଲେଜର ଲାଇଟ୍ ଓ ଫାୟାର ଗନ୍ ଉପରେ ଲାଗିଲା କଟକଣା

ଭୁବନେଶ୍ୱର: ଡିଜେ ପରେ ଲେଜର ଲାଇଟ ଉପରେ ଲାଗିଲା କଟକଣା । ଚଳିତ ବର୍ଷ ଦୁର୍ଗାପୂଜାରେ ଲେଜର ଲାଇଟ ବ୍ୟବହାର କରିପାରିବେନି ପୂଜା କମିଟି । ଦୁର୍ଗାପୂଜା ପାଇଁ ଶାନ୍ତି କମିଟି ବୈଠକ ପରେ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ସେହିଭଳି ପୂଜା ଭସାଣୀ ବେଳେ ଫାୟାର ଗନ୍ ବ୍ୟବହାର ଉପରେ ମଧ୍ୟ କଟକଣା…
Read More...