ପୁରୁଷ ଡିସ୍କସ୍ ଥ୍ରୋରେ ଦେଶ ପାଇଁ ରୌପ୍ୟ ଜିତିଛନ୍ତି ଯୋଗେଶ କଥୁନିଆ
ପ୍ୟାରିସ୍ ପାରାଅଲିମ୍ପିକ୍ସ ୨୦୨୪ର ପଞ୍ଚମ ଦିନରେ ଭାରତକୁ ମିଳିଛି ୮ମ ପଦକ। ପୁରୁଷ ଡିସ୍କସ୍ ଥ୍ରୋ ଏଫ୫୬ ଇଭେଣ୍ଟରେ ଚମତ୍କାର ପ୍ରଦର୍ଶନ କରି ଦେଶ ପାଇଁ ରୌପ୍ୟ ଜିତିଛନ୍ତି ଯୋଗେଶ କଥୁନିଆ। ୨୭ ବର୍ଷୀୟ ଯୋଗେଶ ୪୨.୨୨ ମିଟର ଥ୍ରୋ ସହିତ ରୌପ୍ୟ ହାତେଇଛନ୍ତି। ଲଗାତର ଭାବେ ଦ୍ଵିତୀୟ…
Read More...
Read More...