ପରୀକ୍ଷାର୍ଥୀଙ୍କୁ ୬ ମାର୍କ ଦେବାକୁ ଓପିଏସସି ପକ୍ଷରୁ ବିଜ୍ଞପ୍ତି
ଭୁବନେଶ୍ୱର : ଏସଡିଆଇପିଆରଓ (ଓଆଇଏସ-୨) ନିଯୁକ୍ତି ପରୀକ୍ଷାରେ ତ୍ରୁଟି ପ୍ରସଙ୍ଗ । ସମସ୍ତ ପରୀକ୍ଷାର୍ଥୀଙ୍କୁ ୬ ମାର୍କ ଦେବାକୁ ଓପିଏସସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସାମ୍ବାଦିକତା ଏବଂ ଗଣ ଯୋଗାଯୋଗ ପେପରରେ ୬ ମାର୍କ କମ୍ ଥିଲା । ୧୦୦ ମାର୍କ ବଦଳରେ ୯୪ ମାର୍କର ପ୍ରଶ୍ନ ଆସିଥିଲା…
Read More...
Read More...