ଧାର୍ମିକ ଯାତ୍ରାରେ ଦଳାଚକଟା : ୭ଜଣଙ୍କ ମୃତ୍ୟୁ ୩୦ ଗୁରୁତର
ନୂଆଦିଲ୍ଲୀ :ଗୋଆର ସିରଗାଓଁରେ ଅଭାବନୀୟ ଘଟଣା । ଧାର୍ମିକ ଯାତ୍ରାରେ ଦଳାଚକଟାରେ ୭ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩୦ରୁ ଅଧିକ ଲୋକ ଗୁରୁତର ହୋଇଥିବା ସୂଚନା ମିଳିଛି। ଘଟଣା ବିଷୟରେ ସୂଚନା ପାଇଁ ପୋଲିସ ଏବଂ ଜରୁରୀକାଳୀନ ସେବା ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ଘଟଣା ସୂଚନା ପାଇ…
Read More...
Read More...