ପୁରୀ ବାଣ ବିସ୍ଫୋରଣ ଘଟଣାରେ ଦୁଃଖ ପ୍ରକାଶ କରିବା ସହ ସମବେଦନା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ନୂଆଦିଲ୍ଲୀ: ପୁରୀ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ବାଣ ବିସ୍ଫୋରଣ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଘଟଣା ସମ୍ପର୍କରେ ପୋଷ୍ଟ କରିବା ସହ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ରାଷ୍ଟ୍ରପତି । ମହାମହିମ…
Read More...
Read More...