ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ମିଡିଆ ସେଣ୍ଟର ଉଦଘାଟିତ
ଭୁବନେଶ୍ୱର: ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ମିଡିଆ ସେଣ୍ଟର ଚଳିତ ମାସ ୮ ତାରିଖ ବୁଧବାର ଦିନ ପୂର୍ବାହ୍ନରେ ଉଦଘାଟିତ ହୋଇଯାଇଛି । ଅତିରିକ୍ତ ମୁଖ୍ୟ ଶାସନ ଶଚିବ ତଥା ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ନିକୁଞ୍ଜ ବିହାରି ଧଳ ଉକ୍ତ ମିଡିଆ ସେଣ୍ଟରକୁ ଉଦଘାଟନ କରିଥିଲେ ।…
Read More...
Read More...