ଆଜି ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇବ ବିଜ୍ଞପ୍ତି
ନୂଆଦିଲ୍ଲୀ: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି । ଆଜିଠାରୁ ଆରମ୍ଭ ହେବ ନାମାଙ୍କନ ଦାଖଲ । ଏହି ପର୍ଯ୍ୟାୟରେ ୧୨ଟି ରାଜ୍ୟ ଓ କେନ୍ଦ ଶାସିତ ଅଞ୍ଚଳର ୯୪ଟି ସଂସଦୀୟ ଆସଦରେ ମତଦାନ ହେବ । ତୃତୀୟ ପର୍ଯ୍ୟାୟ ମତଦାନ ମେ ୭ ତାରିଖରେ ହେବ । ତୃତୀୟ ପର୍ଯ୍ୟାୟ…
Read More...
Read More...