ରାଜ୍ୟରେ ୧୦ ତାରିଖ ପର୍ଯ୍ୟନ୍ତ ଜାରି ରହିବ କାଳବୈଶାଖୀ ଜନିତ ବର୍ଷା
ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି କାଳବୈଶାଖୀ ଜନିତ ବର୍ଷା । ଫଳରେ ଦିନର ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି। ଉପକୂଳ ଓଡ଼ିଶା ବ୍ୟତୀତ ଅନ୍ୟ ସମସ୍ତ ସହରରେ ଦିନର ତାପମାତ୍ରା କମ ରହିଛି । ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ହାଲୁକା ବର୍ଷାର ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ…
Read More...
Read More...