୩ ଦିନ ଯାଏ ତାତିରୁ ନାହିଁ ନିସ୍ତାର : ରାଜଧାନୀରେ ୪୦ ଡିଗ୍ରୀ ଅତିକ୍ରମ କରିଛି ପାରଦ
ଭୁବନେଶ୍ୱର: ତତଲା ତାୱାରେ ଭାଜି ହେଉଛି ସାରା ରାଜ୍ୟ। ୩ ଦିନ ଯାଏ ତାତିରୁ ନାହିଁ ନିସ୍ତାର। ରାଜ୍ୟରେ ଅସମ୍ଭାଳ ତାତି କୁ ନେଇ ୩ ଦିନ ଯାଏ ହିଟ ୱେଭ ଜାରି କଲା ପାଣିପାଗ ବିଭାଗ । ଚଳିତ ବର୍ଷ ପ୍ରଥମ ଥର ରାଜଧାନୀରେ ୪୦ ଡିଗ୍ରୀ ଅତିକ୍ରମ କରିଛି ପାରଦ। ସେହିପରି ଝାରସୁଗୁଡାରେ ସର୍ବୋଚ୍ଚ…
Read More...
Read More...