୬ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ଜାଲରେ ଧରା ପଡ଼ିଲେ ଅମିନ
ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ଅମିନ। ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ତହସିଲ କାର୍ଯ୍ୟାଳୟର ଅମିନ ଶିଶିର କୁମାର ନାଏକ। ଜଣେ ହିତାଧିକାରୀଙ୍କଠାରୁ ଲାଞ୍ଚ ନେବା ସମୟରେ ବୁଧବାର ଭିଜିଲାନ୍ସ ଶିଶିରଙ୍କୁ ଧରିବାସହ ତାଙ୍କଠାରୁ ଲାଞ୍ଚ ଟଙ୍କା…
Read More...
Read More...