ହେବାକୁ ଥିବା ଦୁଇଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ
ଭୁବନେଶ୍ବର : ଦୁଇଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ। ମାର୍ଚ୍ଚ ୨୪ ଓ ୨୫ ତାରିଖରେ ହେବାକୁ ଥିବା ବ୍ୟାଙ୍କ ଧର୍ମଘଟ ସ୍ଥଗିତ ରହିଛି। ୯ ଦଫା ଦାବିରେ ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିଅନ୍ସ (UFBU) ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଥିଲା। ଆଜି ଶ୍ରମ କମିଶନରଙ୍କ ସହ ଆଲୋଚନା ପରେ ୟୁନାଇଟେଡ…
Read More...
Read More...