ପି.ଏମ୍. ଜନମନ୍ ଯୋଜନାର ଅଗ୍ରଗତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ରାଜ୍ୟବ୍ୟାପୀ କାର୍ଯ୍ୟକାରୀ ହେଉଥିବା ପି. ଏମ୍. ଜନମନ୍ ଯୋଜନାର ପ୍ରଗତି ସମୀକ୍ଷା କରିଛନ୍ତି ।  ଏହି ସମୀକ୍ଷା ବୈଠକରେ ଉପସ୍ଥିତ ସମସ୍ତ ସଚିବ ମାନଙ୍କୁ, ରାଜ୍ୟର ୧୪ଟି ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ଏହି ଯୋଜନାର…
Read More...

ପ୍ରକାଶ ପାଇଲା +୨ ପରୀକ୍ଷା ଫଳ :  ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍ ହାର ଅଧିକ

ଭୁବନେଶ୍ୱର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ଵାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏକ ସଙ୍ଗେ କଳା, ବିଜ୍ଞାନ, ବାଣିଜ୍ୟ   ଓ ଧନ୍ଦାମୂଳକ ଶିକ୍ଷାର ଫଳାଫଳ ବାହାରିଛି। ସମସ୍ତ ଷ୍ଟ୍ରିମର ପାସ ହାର ୮୨.୭୭ ରହିଛି। ଏ ନେଇ  ସ୍କୁଲ ଏବଂ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ…
Read More...

‘ଆମେ ପଢିବା ଆମ ଭାଷାରେ’ ଏବଂ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ୱର: ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ରାଜ୍ୟର ଅଙ୍ଗନବାଡି କେନ୍ଦ୍ର ମାନଙ୍କରେ  କାର୍ଯ୍ୟକାରୀ ହେଉଥିବା  ‘ଆମେ ପଢିବା ଆମ ଭାଷାରେ’ ଏବଂ ବିଭାଗ ପକ୍ଷରୁ କାର୍ଯ୍ୟକାରୀ ହେବାକୁ ଥିବା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ…
Read More...

ଜୁଲାଇ ୧ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ ଛାତ୍ରଛାତ୍ରୀ

କଟକ :  ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା  ତାରିଖ । ଜୁଲାଇରେ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । ଜୁଲାଇ ୧ରୁ ୧୦ ଯାଏଁ ପରୀକ୍ଷା ଆୟୋଜନ କରାଯିବ । ପରୀକ୍ଷା ପ୍ରତ୍ୟେକ ଦିନ ସକାଳ ୯ଟାରୁ ଆରମ୍ଭ ହୋଇ ୧୧.୩୦ ଯାଏଁ ଚାଲିବା ନେଇ ସୂଚନା । କେବଳ ଗଣିତ ପରୀକ୍ଷା ଦିନ…
Read More...

ଆସନ୍ତା ୩ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: କିଛି ଦିନ ହେବ ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। ସକାଳୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେବା ସହ ଖରା ବଢୁଥିବା ବେଳେ ଅପରାହ୍ନରୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷା-ପବନ ହେଉଛି। ଯାହାକୁ ନେଇ ଅସ୍ତବ୍ୟସ୍ତ ହୋଇପଡୁଛନ୍ତି ଲୋକେ । ତେବେ ଆସନ୍ତା ୩ ଦିନ ଅର୍ଥାତ୍ ୨୩ ତାରିଖ ଯାଏଁ…
Read More...

ବନ କର୍ମଚାରୀ ଅସିତ କୁମାର ପଟ୍ଟନାୟକଙ୍କୁ ଧରିଛି ଭିଜିଲାନ୍ସ

ରାଉରକେଲା : ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଜିଲ୍ଲା ବିସ୍ରା ବନ ରେଞ୍ଜର ଉପ-ରେଞ୍ଜର ଅସିତ କୁମାର ପଟ୍ଟନାୟକ।ସରକାରୀ କାମରେ ନିୟୋଜିତ ଗାଡ଼ି ଭଡ଼ା ବିଲ୍ କରାଇଦେବା ପାଇଁ ସେ ଗାଡ଼ି ମାଲିକଙ୍କ ଠାରୁ ୧୮ ହଜାର ଟଙ୍କା ଲାଞ୍ଚ ନେବା ବେଳେ ତାଙ୍କୁ ଭିଜିଲାନ୍ସ ଟ୍ରାପ କରିଥିଲା । ଏହାପରେ ତାଙ୍କର…
Read More...

କଲେଜ ନିର୍ବାଚନ ନେଇ ସୂଚନା ଦେଲେ ଉଚ୍ଚଶିକ୍ଷା ମନ୍ତ୍ରୀ

 ଭୁବନେଶ୍ୱର: ଚଳିତବର୍ଷ ରାଜ୍ୟରେ ଅନୁଷ୍ଠିତ ହେବ କଲେଜ ନିର୍ବାଚନ। ଏନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କଲେଜ ନିର୍ବାଚନ ନେଇ ସରକାର ଚିନ୍ତା କରୁଛନ୍ତି। କଲେଜ ନିର୍ବାଚନ ପାଇଁ ଦୁର୍ଗାପୂଜା ପୂର୍ବରୁ ପାଠ୍ୟକ୍ରମ ସାରିବାକୁ ପଡ଼ିବ।…
Read More...

ବେଲୁଚିସ୍ତାନରେ ସ୍କୁଲ ବସରେ ବିସ୍ଫୋରଣ: ୪ ମୃତ , ୩୮ ଗୁରୁତର

ନୂଆଦିଲ୍ଲୀ: ପାକିସ୍ତାନର ବେଲୁଚିସ୍ତାନରେ ସ୍କୁଲ ବସରେ ବିସ୍ଫୋରଣ । ଏହି ଦୁର୍ଘଟଣାରେ ୪ଜଣଙ୍କ ଜୀବନ ଯାଇଥିବା ବେଳେ ୩୮ ଜଣ ଗୁରୁତର ଆହତ ହୋଇଛନ୍ତି ।  ସ୍ଥାନୀୟ ଡେପୁଟି କମିଶନର ୟାସିର ଇକବାଲଙ୍କ ଅନୁଯାୟୀ, ବସ୍ଟି ପିଲାମାନଙ୍କୁ ସ୍କୁଲ୍ ନେଇ ଯାଉଥିବା ସମୟରେ ଖୁଜଦାର ଜିଲ୍ଲାରେ ଏହି…
Read More...

ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ ସଫଳତା:  ୩୦ରୁ ଉଦ୍ଧ୍ବ ମାଓବାଦୀ ନିହତ

ଛତିଶଗଡ : ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ ସଫଳତା। ଛତିଶଗଡର ନାରାୟଣପୁର ଜିଲ୍ଲାରେ ଡିଆରଜିର ଯବାନ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ପରେ ଅବୁଝମାଡ ଅଞ୍ଚଳରେ ଏଯାଏଁ ୩୦ ରୁ ଅଧିକ ନକ୍ସଲ ନିପାତ ହୋଇଥିବା ନେଇ ଖବର ମିଳିଛି । ମୃତ ନକ୍ସଲଙ୍କ ସଂଖ୍ୟା ଆହୁରି ବୃଦ୍ଧି ପାଇପାରେ ବୋଲି…
Read More...

ମହିଳା ସରକାରୀ କର୍ମଚାରୀଙ୍କ ମାତୃତ୍ୱଛୁଟି : ଦୂରହେଲା ଦ୍ୱନ୍ଦ୍ୱ

ଭୁବନେଶ୍ୱର: ଜଣେ ମହିଳା ସରକାରୀ କର୍ମଚାରୀ ଦୁଇଟିରୁ କମ୍ ଜୀବିତ ପିଲାଙ୍କ ପାଇଁ, ମାତୃତ୍ୱ ସମୟରେ ୧୮୦ ଦିନ ପର୍ଯ୍ୟନ୍ତ ଛୁଟି ପାଇବାର ନିୟମ ରହିଛି।   କିନ୍ତୁ ମାତୃତ୍ଵ ଛୁଟି କେଉଁ ଅବଧି ଭିତରେ ନିଆଯାଇପାରିବ, ସେ ବିଷୟରେ କିଛିଟା ଦ୍ୱନ୍ଦ୍ବ ଥିଲା । ଏବେ ସେହି ଦ୍ୱନ୍ଦ୍ୱ ଦୂର ହୋଇଛି।…
Read More...