ବିଜେପି ସରକାର ଓଡ଼ିଶାକୁ ଅପରାଧୀଙ୍କ ହାତକୁ ଟେକି ଦେଇଛି…
ଓଡିଶାରେ ବଢୁଥିବା ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଅସନ୍ତୋଷ ଝାଡିଲେ ବିରୋଧି ଦଳ ନେତା ନବୀନ ପଟ୍ଟନାୟକ । ନିଜର ସୋସିଆଲ ମିଡିଆରେ ବିଜେପି ସରକାରଙ୍କୁ ଟାର୍ଗେଟ କରିଛନ୍ତି । ଗତକାଲି ବ୍ରହ୍ମପୁରର ବିଚ୍ ରାସ୍ତାରେ ଜଣେ ଯୁବକ ଏବଂ ମହିଳାଙ୍କୁ ସର୍ବସମ୍ମୁଖରେ ଅତି ନିର୍ମମ ଭାବେ ଆକ୍ରମଣ…
Read More...
Read More...