ଭୁବନେଶ୍ୱର–ଝାରସୁଗୁଡ଼ା ବିମାନ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଆଜି ଭୁବନେଶ୍ବର ବିମାନ ବନ୍ଦର ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବରରୁ ଝାରସୁଗୁଡା ପର୍ଯ୍ୟନ୍ତ ବିମାନସେବାର ଶୁଭାରମ୍ଭ କରିଛନ୍ତି। ୭୬ ସିଟ୍ ବିଶିଷ୍ଟ Star Airର ଏହି ବିମାନଟି Odisha New Destination Policy ଅଧିନରେ ବିମାନ ଯୋଜନାରେ Viability Gap Funding…
Read More...
Read More...