ଭିଜିଲାନ୍ସ ଜାଲରେ ରାୟଗଡ଼ା ଜିଲ୍ଲା ଗୁଡ଼ାରୀ ବନ ବିଭାଗ ରେଞ୍ଜର ଅଧିକାରୀ ସୁକୁମାର ଦୁଖୁ
ଭିଜିଲାନ୍ସ ଜାଲରେ ରାୟଗଡ଼ା ଜିଲ୍ଲା ଗୁଡ଼ାରୀ ବନ ବିଭାଗ ରେଞ୍ଜର ଅଧିକାରୀ ସୁକୁମାର ଦୁଖୁ । ରେଞ୍ଜର ସୁକୁମାର ୨ ଲକ୍ଷ ୩୪ ହଜାର ୮୦୦ ଟଙ୍କା ଧରି ନବରଙ୍ଗପୁର ସହର ସ୍ଥିତ ନିଜ ବାସଭବନକୁ ବ୍ୟକ୍ତିଗତ ଗାଡ଼ିରେ ଆସୁଥିବା ବେଳେ ଇନ୍ଦ୍ରାବତୀ ବ୍ରିଜ ନିକଟରେ ମାଡି ବସିଥିଲା ଭିଜିଲାନ୍ସ । ଜେରା…
Read More...
Read More...