ରଥଯାତ୍ରା ଅବସରରେ ଗୁଣ୍ଡିଚା ବାଡ଼ିରେ ଅନ୍ନ ପ୍ରସାଦ ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ
ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ଗୁଣ୍ଡିଚା ବାଡ଼ିରେ ରଥଯାତ୍ରା ଅବସରରେ ଅନ୍ନ ପ୍ରସାଦ ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଭକ୍ତମାନେ ଖୁସି ଓ ଆନନ୍ଦର ସହ ମହାପ୍ରଭୁଙ୍କ ଅନ୍ନ ପ୍ରସାଦ ସେବନ କରିଥିଲେ । ଠାକୁରଙ୍କୁ ଅନ୍ନ ଭୋଗ ହେଲା ପରେ ମନ୍ଦିର ସେବାୟତମାନେ…
Read More...
Read More...