କଟକ ଜିଲ୍ଲା ୧୬ ନଂ ଜାତୀୟ ରାଜପଥରେ ଘଟିଛି ଲଜ୍ଜାଜନକ ଘଟଣା
କଟକ:- ରାଜ୍ୟରେ ଥମୁନି ଲଜ୍ଜା । କଟକ ଜିଲ୍ଲା ୧୬ ନଂ ଜାତୀୟ ରାଜପଥରେ ଘଟିଛି ଲଜ୍ଜାଜନକ ଘଟଣା । ଏକ ଅଟୋ ଭିତରେ ନାବାଳିକାଙ୍କୁ ଅସଦାଚରଣ ହୋଇଥିବା ଅଭିଯୋଗ ହୋଇଛି । ଗତ ୮ ତାରିଖରେ ଘଟଣା ଘଟିଥିବାବେଳେ ଏନେଇ ଚାଉଳିଆଗଞ୍ଜ ଥାନାରେ ମାମଲା ହୋଇଛି । ମିଳିଥିବା ସୂଚନା ଅନୁଯାୟୀ ନାବାଳିକା ଜଣକ…
Read More...
Read More...