ମାଛକୁଣ୍ଡ ଜଳବିଦ୍ୟୁତ ପ୍ରକଳ୍ପର ଡି-ଡ୍ୟାମର ଜଳସ୍ତର ବୃଦ୍ଧି ପାଇବା ପରେ ଖୋଲାଯାଇଛି ଗୋଟିଏ ଗେଟ୍
ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକସ୍ଥିତ ମାଛକୁଣ୍ଡ ଜଳବିଦ୍ୟୁତ ପ୍ରକଳ୍ପର ଡି-ଡ୍ୟାମର ଜଳସ୍ତର ବୃଦ୍ଧି ପାଇବା ପରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଡି ଡ୍ୟାମ୍ର ଗୋଟିଏ ଗେଟ୍ ଖୋଲାଯାଇଛି। ଏହା ମାଧ୍ୟମରେ ଅତିରିକ୍ତ ବର୍ଷାଜଳକୁ ଚିତ୍ରକୋଣ୍ଡା ଜଳଭଣ୍ଡାରକୁ ନିଷ୍କାସନ…
Read More...
Read More...