ଅନିଶ୍ଚିତତା ଭିତରକୁ ଯାଉଛି ରାଜ୍ୟ ବିଜେପି ବୋର୍ଡ-ନିଗମ ଅଧ୍ୟକ୍ଷ ନିଯୁକ୍ତି

ବ୍ୟୁରୋ:- ରାଜ୍ୟ ବିଜେପି ସରକାରଙ୍କୁ ପୁରିଛି ୧୪ ମାସ । ଏବେ ନଜର ରହିଛି ନିଗମ ବୋର୍ଡ ଓ ଦଳର ସାଙ୍ଗଠନିକ ପଦ ପାଇଁ ନୁଯୁକ୍ତିରେ ।  ଦଳୀୟ ଆଶାୟୀଙ୍କ ବଢୁଛି ବ୍ୟାକୁଳତା ଓ ଛଟପଟ । ପ୍ରତିଶୃତି, ଧର୍ଯ୍ୟ ଓ ଅପେକ୍ଷା ରେ ବୁଝୁନି ନେତାଙ୍କ ମନ । ବିଜେପିର ନୂଆ ରାଜ୍ୟ ସଭାପତି ଚୟନ ବି ସରିଲାଣି…
Read More...

ମାନହାନି ମାମଲାରେ ରାହୁଲ ଗାନ୍ଧୀଙ୍କୁ ଜାମିନ ପ୍ରଦାନ କଲେ ସ୍ୱତନ୍ତ୍ର କୋର୍ଟ

ନୂଆଦିଲ୍ଲୀ:- କଂଗ୍ରେସର ବରିଷ୍ଠ ନେତା ତଥା ଲୋକସଭାର ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ଆଶ୍ୱସ୍ତି ମିଳିଛି । ବୁଧବାର ଦିନ ଝାଡଖଣ୍ଡର ଚାଇବାସା ସ୍ଥିତ ଏମପି-ଏମଏଲଏ ସ୍ୱତନ୍ତ୍ର କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଏହି ମାମଲା ୨୦୧୮ ମସିହାରେ କେନ୍ଦ୍ର…
Read More...

୩୦୦୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଛି ଭିଜିଲାନ୍ସ

କେନ୍ଦୁଝର: ଭିଜିଲାନ୍ସ ଜାଲରେ ଭୂବନ୍ଦୋବସ୍ତ କାର୍ଯ୍ୟାଳୟର ଆସିଷ୍ଟାଣ୍ଟ ରେକର୍ଡ କିପର୍ ହାଡ଼ିବନ୍ଧୁ ବେହେରା। ଜଣେ ବ୍ୟକ୍ତିଙ୍କ ଠାରୁ ଅମିନ ରିପୋର୍ଟ ଦେବା ପାଇଁ ୩୦୦୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଛି ଭିଜିଲାନ୍ସ। କେନ୍ଦୁଝର ଜିଲ୍ଲା ଭୂ-ବନ୍ଦୋବସ୍ତ କାର୍ଯ୍ୟାଳୟର…
Read More...

ବିଜୁଳି ବିଲ୍‌ ଦର ବଢାଇବା ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ:- ବିଜୁଳି ଗ୍ରାହକଙ୍କ ପକେଟ୍‌ ଉପରେ ପଡିବ ପ୍ରଭାବ । ସୁପ୍ରିମକୋର୍ଟ ଦେଲେ ବଡ ଝଟକା । ସୁପ୍ରିମକୋର୍ଟ ଗୋଟିଏ ମାମଲାର ଶୁଣାଣି କରିବା ସମୟରେ ଦିଲ୍ଲୀରେ ବିଜୁଳି ଦର ବୃଦ୍ଧି ପାଇଁ ଅନୁମତି ଦେଇଛନ୍ତି । ନ୍ୟାୟାଳୟ ବିଜୁଳି ବିଲ୍‌ ଦର ବଢାଇବା ପାଇଁ ଅନୁମତି ଦେବା ସହ କିଛି ସର୍ତ୍ତ…
Read More...

ଭାରତୀୟ ରିଜର୍ଭ ବ୍ୟାଙ୍କ ରେପୋ ହାରକୁ ୫.୫ ପ୍ରତିଶତରେ ସ୍ଥିର ରଖିବାକୁ ନିଷ୍ପତ୍ତି ନେଇଛି

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ସଞ୍ଜୟ ମଲୋହୋତ୍ରା ୪ ଅଗଷ୍ଟରୁ ଆରମ୍ଭ ହୋଇଥିବା ମୁଦ୍ରା ନୀତି କମିଟି ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଘୋଷଣା କରିଛନ୍ତି । ଭାରତୀୟ ରିଜର୍ଭ ବ୍ୟାଙ୍କ ରେପୋ ହାରକୁ ୫.୫ ପ୍ରତିଶତରେ ସ୍ଥିର ରଖିବାକୁ ନିଷ୍ପତ୍ତି ନେଇଛି ।…
Read More...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସାଇଣ୍ଟିଫିକ ଅଫିସର ଦେବାଶିଷ ପଣ୍ଡାଙ୍କ ଘରେ ରେଡ

ଭୁବନେଶ୍ୱର:- ଭିଜିଲାନ୍ସ ଜାଲରେ ରାଜ୍ୟ ଡ୍ରଗ୍ସ ଟେଷ୍ଟିଂ ଲ୍ୟାବର ପ୍ରିନ୍ସିପାଲ ସାଇଣ୍ଟିଫିକ ଅଫିସର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସାଇଣ୍ଟିଫିକ ଅଫିସର ଦେବାଶିଷ ପଣ୍ଡାଙ୍କ ଘରେ ରେଡ ଚାଲିଛି । ଭୁବନେଶ୍ୱରର ୪ଟି ଘର, ସମ୍ୱଲପୁର ଘର ଓ ଅଫିସ୍ ସମେତ ୭ଟି ସ୍ଥାନରେ ଚଢାଉ ହେଉଛି ।…
Read More...

ଅଭିଯୁକ୍ତ ବାପାକୁ ୨୦ ବର୍ଷ କାରାଦଣ୍ଡାଦେଶ ଶୁଣାଇଲେ ସ୍ୱତନ୍ତ୍ର ପୋସ୍କୋ ଜଜ

ଯାଜପୁର:- ଜନ୍ମ କଲା ବାପା ନିଜ ଝିଅକୁ ଦୁଷ୍କର୍ମ ଘଟଣାର ରାୟ ପ୍ରକାଶ ପାଇଛି। ୨୦୨୪ ମସିହାରେ ଯାଜପୁର ଜିଲ୍ଲା ବିଂଝାରପୁର ଥାନା ଅଂଚଳରେ ନିଜ ଝିଅକୁ ବାପା ଦୁଷ୍କର୍ମ ଘଟଣାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ ବାପା ପ୍ରଶାନ୍ତ ଦାସଙ୍କୁ ୨୦ ବର୍ଷ କାରାଦଣ୍ଡାଦେଶ ଶୁଣାଇଲେ ସ୍ୱତନ୍ତ୍ର ପୋସ୍କୋ…
Read More...

ଆଇଏମଡି ମହାନିର୍ଦ୍ଦେଶକ ଭାବରେ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି ପାଇଛି

ଭୁବନେଶ୍ୱର:- ଆଇଏମଡି ମହାନିର୍ଦ୍ଦେଶକ ଭାବରେ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି ପାଇଛି । ତାଙ୍କ ନିଯୁକ୍ତି ଅବଧି ସରୁଥିବାରୁ କେନ୍ଦ୍ର କ୍ୟାବିନେଟ୍‌ର ନିଯୁକ୍ତି ବ୍ୟାପାର କମିଟି ତାଙ୍କୁ ପୁନଃ ନିଯୁକ୍ତି ପ୍ରସ୍ତାବକୁ ମଞ୍ଜୁରି ଦେଇଛି । କ୍ୟାବିନେଟର ନିଯୁକ୍ତି…
Read More...

ଉତ୍ତରାଖଣ୍ଡର ଉତ୍ତରକାଶୀର ଧରାଲି ଅଞ୍ଚଳରେ ହଠାତ୍ ବାଦଲ ଫଟା ବର୍ଷା ଯୋଗୁ ବଡ଼ ଧରଣର ବନ୍ୟା

ଉତ୍ତରକାଶୀ:- ଉତ୍ତରାଖଣ୍ଡରେ ପୁଣି ଦେଖିବାକୁ ମିଳିଛି ପ୍ରକୃତିର ତାଣ୍ଡବ। ରାଜ୍ୟର ଉତ୍ତରକାଶୀ ଜିଲ୍ଲାର ହର୍ଷିଲ ନିକଟ ଧରାଳି ଗାଁରେ ଖୀରଗଙ୍ଗା ନଦୀରେ ଭୟଙ୍କର ବନ୍ୟା ଆସିଛି। ବାଦଲଫଟା ବର୍ଷା ଯୋଗୁଁ ବନ୍ୟା ପାଣିର ପ୍ରଖର ସ୍ରୋତ ଆସି ଅନେକ ହୋଟେଲ ଓ ଘର ମାନଙ୍କରେ ପ୍ରବେଶ କରିଛି। ବନ୍ୟା…
Read More...

ଅପାରଗ ଅଧିକାରୀଙ୍କ ତଥ୍ୟ ମାଗିଲେ ରାଜ୍ୟ ସରକାର

ଭୁବନେଶ୍ୱର:- ସରକରାଙ୍କ ନିୟମ ଅନୁଯାୟୀ ଯେଉଁମାନେ କାର୍ଯ୍ୟ କରୁନାହାଁନ୍ତି ତଥା ଅପାରଗ ବୋଲି ବିବେଚିତ ହେବେ ସେମାନଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯିବ। ଅଧିକାରୀ ଏବଂ କର୍ମଚାରୀଙ୍କ କାର୍ଯ୍ୟଶୈଳୀର ଟିକିନିଖି ସମୀକ୍ଷା କରାଯିବ।  ନେଇ ସମସ୍ତ ବିଭାଗୀୟ ମୁଖ୍ୟଙ୍କୁ ଶାସନ ସଚିବଙ୍କ…
Read More...