କେନ୍ଦୁଝର ଜିଲ୍ଲାରେ ବଦଳୁଛି ରାଜନୀତି ପାଣିପାଗ

କେନ୍ଦୁଝର:- କେନ୍ଦୁଝର ଜିଲ୍ଲାରେ ରାଜନୀତି ପାଣିପାଗ ବଦଳୁଛି । ମୁଖ୍ୟମନ୍ତ୍ରୀ ଏହି ଜିଲ୍ଲାରୁ ପ୍ରଥମେ ବିଧାୟକ ଭାବେ ନିର୍ବାଚିତ ହୋଇଯାଇଥିଲେ ମଧ୍ୟ ଲୋକଙ୍କ ଆଶା ଆକାଂକ୍ଷା ପୂରଣ କରିବାରେ ବିଫଳ ହୋଇଛନ୍ତି। ଜିଲ୍ଲାରେ ଖଣି ଲୁଟ ତରାଜ ଏବେ ବେଶୀ ଚାଲିଛି ବୋଲି ଲୋକେ ଅଭିଯୋଗ କରୁଛନ୍ତି।…
Read More...

କଟକ ଜିଲ୍ଲା ୧୬ ନଂ ଜାତୀୟ ରାଜପଥରେ ଘଟିଛି ଲଜ୍ଜାଜନକ ଘଟଣା

କଟକ:- ରାଜ୍ୟରେ ଥମୁନି ଲଜ୍ଜା । କଟକ ଜିଲ୍ଲା ୧୬ ନଂ ଜାତୀୟ ରାଜପଥରେ ଘଟିଛି ଲଜ୍ଜାଜନକ ଘଟଣା । ଏକ ଅଟୋ ଭିତରେ ନାବାଳିକାଙ୍କୁ ଅସଦାଚରଣ ହୋଇଥିବା ଅଭିଯୋଗ ହୋଇଛି । ଗତ ୮ ତାରିଖରେ ଘଟଣା ଘଟିଥିବାବେଳେ ଏନେଇ ଚାଉଳିଆଗଞ୍ଜ ଥାନାରେ ମାମଲା ହୋଇଛି । ମିଳିଥିବା ସୂଚନା ଅନୁଯାୟୀ ନାବାଳିକା ଜଣକ…
Read More...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅନୁଗୁଳ ଜଳସେଚନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କ ଘରେ…

ଅନୁଗୁଳ:- ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ । ଅନୁଗୁଳରେ କାର୍ଯ୍ୟରତ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କ ଘରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ସକାଳୁ ଚଢାଉ କରିଛି ଭିଜିଲାନ୍ସ । ସ୍ୱତନ୍ତ୍ର ବିଚାରପତି, ସୁନ୍ଦରଗଡ଼, ଭିଜିଲାନ୍ସଙ୍କ ଦ୍ୱାରା…
Read More...

ଭୋଟଚୋରି ଅଭିଯୋଗ ରେ ରାହୁଲ ଗାନ୍ଧିଙ୍କ ଉପରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ନିର୍ବାଚନ କମିସନ

ନୂଆଦିଲ୍ଲୀ:- ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା କରାଯାଇଥିବା ଭୋଟ ଚୋରି ଅଭିଯୋଗକୁ ନେଇ  ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ କମିଶନ ସ୍ପଷ୍ଟ ଜବାବ ଦେଇଛନ୍ତି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର କହିଛନ୍ତି, ‘ଜଣେ ଯଦି କହିବ ଯେ ଭୋଟର ତାଲିକାରେ ଜଣେ…
Read More...

ହରିୟାଣାର ୟୁଟ୍ୟୁବର ଏଲଭିଶ ଯାଦବଙ୍କ ଘର ଉପରେ ଗୁଳିଚାଳନା

ଗୁରୁଗ୍ରାମ:- ହରିୟାଣାର ୟୁଟ୍ୟୁବର ଏଲଭିଶ ଯାଦବଙ୍କ ଘର ଉପରେ ଗୁଳିଚାଳନା ହୋଇଛି। କିଛି ଅଜଣା ଆକ୍ରମଣକାରୀମାନେ ଆଜି ସକାଳ ୫:୩୦ ରୁ ୬ ଟା ମଧ୍ୟରେ ଗୁରୁଗ୍ରାମରେ ଥିବା ଏଲଭିଶଙ୍କ ଘର ଉପରକୁ ୨୫ ରୁ ୩୦ ରାଉଣ୍ଡ ଗୁଳିଚାଳନା କରିଥିଲେ। ଘଟଣା ପରେ ପୋଲିସ ସମ୍ପୂର୍ଣ୍ଣ ଘଟଣାର ତଦନ୍ତ ଆରମ୍ଭ…
Read More...

କାର୍ଯ୍ୟରେ ଅବହେଳା ଅଭିଯୋଗରେ ନିଲମ୍ବିତ ହେଲେ ଛତ୍ରପୁର ଥାନାଧିକାରୀ ଦେବାଶିଷ ମହାନ୍ତି

ଛତ୍ରପୁର:- କାର୍ଯ୍ୟରେ ଅବହେଳା ଅଭିଯୋଗରେ ନିଲମ୍ବିତ ହେଲେ ଥାନାଧିକାରୀ । ଗଞ୍ଜାମ ଜିଲ୍ଲା ଛତ୍ରପୁର ଥାନାଧିକାରୀ ଦେବାଶିଷ ମହାନ୍ତିଙ୍କୁ ଆଜି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ନିଲମ୍ବନ କରିଛନ୍ତି । ଚମାଖଣ୍ଡି ଆଇଆଇସି ସବ୍ୟସାଚୀ ମଲ୍ଲଙ୍କୁ ଛତ୍ରପୁର ଥାନାର ଅତିରିକ୍ତ ଦାୟିତ୍ୱ ପ୍ରଦାନ…
Read More...

ପୁରୀ ନିଳାଦ୍ରୀ ବେଳାଭୂମିରେ ଶ୍ରୀକୃଷ୍ଣଙ୍କ ଆକର୍ଷଣୀୟ ବାଲୁକା କୃତି

ପବିତ୍ର ଜନ୍ମାଷ୍ଟମୀରେ ଶ୍ରୀକୃଷ୍ଣ ଧରାବତରଣ କରିଥିଲେ। ଏହି ଅବସରରେ ପୁରୀ ନିଳାଦ୍ରୀ ବେଳାଭୂମିରେ ଶ୍ରୀକୃଷ୍ଣଙ୍କୁ ନେଇ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଗଢ଼ିଛନ୍ତି ୭ଫୁଟ ଲମ୍ବର ଏକ ଆକର୍ଷଣୀୟ ବାଲୁକା କୃତୀ। ଏଥିରେ ଏକ ପତ୍ର ଉପରେ କୁନି ଶ୍ରୀକୃଷ୍ଣ ଚକା ପକାଇ ବସିଥିବାର ନିଖୁଣ ଦୃଶ୍ୟ…
Read More...

ଶନିବାର ପ୍ରକାଶ ପାଇବ ମାଧ୍ୟମିକ ଶିକ୍ଷା ପରିଷଦ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ଓ ଷ୍ଟେଟ୍‌ ଓପନ ସ୍କୁଲ ସାର୍ଟିଫିକେଟ…

କଟକ:- ଅଗଷ୍ଟ ୧୬ ତରିଖ ଶନିବାର ପ୍ରକାଶ ପାଇବ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ)ଦ୍ୱାରା ପରିଚାଳିତ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ଓ ଷ୍ଟେଟ୍‌ ଓପନ ସ୍କୁଲ ସାର୍ଟିଫିକେଟ(ଏସ୍‌ଓଏସ୍‌ସି) ପରୀକ୍ଷା ଫଳ। ମଧାହ୍ନ ୧୨ଟାରେ ଉକ୍ତ ପରୀକ୍ଷା ଫଳ ୱେବ୍‌ସାଇଟ୍‌ରେ ଉପଲବ୍‌ଧ ହେବ ବୋଲି ବୋର୍ଡ ସୂତ୍ରରୁ…
Read More...

ହୋମଗାର୍ଡଙ୍କ ପତ୍ନୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ପୋଲିସ ସବ-ଇନ୍ସପେକ୍ଟର ଗିରଫ

କନ୍ଧମାଳ:- ପୁଣି ଖାକୀରେ ଲାଗିଲା ଦାଗ ।  ଏଭଳି ଅଭିଯୋଗ ଆସିଛି କନ୍ଧମାଳ ଜିଲ୍ଲାରୁ  । କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନାରେ କାର୍ଯ୍ୟରତ ଏସଆଇ ସ୍ମୃତି ସାଗର ସାମଲ ଜଣେ ମହିଳାଙ୍କୁ ଦୁଷ୍କର୍ମ କରିଥିବା ମାମଲାରେ ଗିରଫ ହୋଇଛନ୍ତି । ତାଙ୍କୁ ଆଜି ଗୋଛାପଡା ଥାନା ପୋଲିସ ଗିରଫ କରି ଫୁଲବାଣୀ…
Read More...

ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ ମଣ୍ଡଳ ପକ୍ଷରୁ ୭୯ତମ ସ୍ଵାଧୀନତା ଦିବସ ପାଳନ

ଖୋର୍ଦ୍ଧା:- ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ ମଣ୍ଡଳ ପକ୍ଷରୁ ୭୯ତମ ସ୍ଵାଧୀନତା ଦିବସ ସମାରୋହ ରେତଙ୍ଗ କଲୋନୀସ୍ଥିତ ଖେଳ ପଡିଆରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଖୋର୍ଦ୍ଧା ରୋଡ଼ ମଣ୍ଡଳ ରେଳ ପ୍ରବନ୍ଧକ ଶ୍ରୀ ଆଲୋକ ତ୍ରିପାଠୀ ଯୋଗ ଦେବା ସହ ଜାତୀୟ ପତାକା…
Read More...