ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ କ୍ୟାବିନେଟ୍‌ ବୈଠକରେ ୭ଟି ପ୍ରସ୍ତାବ ଉପରେ ମୋହର ଲାଗିଛି

ଭୁବେନେଶ୍ୱର:- ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ କ୍ୟାବିନେଟ୍‌ ବୈଠକରେ ଆଜି ୬ଟି ବିଭାଗର ୭ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସରକାର କୃଷି, ଅର୍ଥ, ସ୍ବାସ୍ଥ୍ୟ, ପରିବହନ, ସଂସ୍କୃତି ଓ ସମବାୟ…
Read More...

ରାଜ୍ୟରେ ଭୋଟ ଚୋରୀ ହୋଇଛି ବୋଲି କଂଗ୍ରେସ ଅଭିଯୋଗ ଆଣିଛି

ଓଡ଼ିଶା ସମେତ ସମଗ୍ର ଦେଶର ବିଭିନ୍ନ ରାଜ୍ୟରେ ଭୋଟ ଚୋରୀ ହୋଇଛି। ଓଡ଼ିଶାରେ ୪୨ ଲକ୍ଷ ଭୋଟ ଚୋରୀ ହୋଇଛି। ସୁନ୍ଦରଗଡ଼ ଜିଲ୍ଲା ତଳସରା, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର କଣ୍ଟାମାଳ, କେନ୍ଦୁଝର ଜିଲ୍ଲାର ବିଭିନ୍ନ ବୁଥରେ ୨୦୨୪ ସାଧାରଣ ନିର୍ବାଚନରେ ଭୋଟର ଲିଷ୍ଟ ଠାରୁ ଅଧିକ ମତଦାନ ହୋଇଛି। ଏହା…
Read More...

‘ହରିଜନ’ ଶଦ୍ଦ ବଦଳରେ ‘ଅନୁସୂଚିତ ଜାତି’ ଶଦ୍ଦ ବ୍ୟବହାର କରିବା ନେଇ ଚିଠି ଜାରି

ଭୁବନେଶ୍ୱର:- ରାଜ୍ୟର ସମସ୍ତ ସରକାରୀ ଓ ‌ଘରୋଇ କାର୍ଯ୍ୟାଳୟରେ ‘ହରିଜନ’ ଶଦ୍ଦ ବ୍ୟବହାର ହୋଇପାରିବ ନାହିଁ। ରାଜ୍ୟ ସରକାର ‘ଅନୁସୂଚିତ ଜାତି’ ଶଦ୍ଦକୁ ଗୁରୁତ୍ବ ଦେଇଛନ୍ତି ଏବଂ ‘ହରିଜନ’ ଶଦ୍ଦ ବଦଳରେ ‘ଅନୁସୂଚିତ ଜାତି’ ଶଦ୍ଦ ବ୍ୟବହାର କରିବା ନେଇ ଚିଠି ଜାରି କରିଛନ୍ତି। ଏନେଇ ରାଜ୍ୟ…
Read More...

ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ନାଁରେ ଆସିଛି ମହାଭିଯୋଗ ପ୍ରସ୍ତାବ

ନୂଆଦିଲ୍ଲୀ:- ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ନାଁରେ ଆସିଛି ମହାଭିଯୋଗ ପ୍ରସ୍ତାବ । ତାଙ୍କ ଘରୁ ବିପୁଳ ପୋଡ଼ା ଟଙ୍କା ମିଳିବା ମାମଲାରେ ମହାଭିଯୋଗ ପ୍ରସ୍ତାବକୁ ମଞ୍ଜୁର ମିଳିଛି । ଲୋକସଭାର ୧୪୬ ଜଣ ସଦସ୍ୟ ଏହି ପ୍ରସ୍ତାବରେ ସ୍ୱାକ୍ଷର କରିଛନ୍ତି । ଏଥିରେ ଶାସକ ଏବଂ ବିରୋଧୀ ଦଳର ନେତା ଏଥିରେ…
Read More...

ଘରେ କେହି ନଥିବାର ସୁଯୋଗ ନେଇ ନାବାଳିକାକୁ ମାଡିବସିଲା ପଡୋଶୀ

ଜଗତସିଂହପୁର:- ଜଗତସିଂହପୁରରେ ପୁଣି ଲଜ୍ଜା। ଜଗତସିଂହପୁର ଜିଲ୍ଲା ଏରସମା ଅଭୟଚାନ୍ଦପୁର ଥାନା ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ ନେଇ  ଅଭିଯୋଗ ହୋଇଛି। ଘରେ କେହି ନଥିବାର ସୁଯୋଗ ନେଇ ୧୭ବର୍ଷୀୟା ନାବାଳିକାକୁ ପଡୋଶୀ କଲା ଦୁଷ୍କର୍ମ। ଏନେଇ ଥାନାରେ ପିଡୀତା ଅଭିଯୋଗ କରିବାପରେ ଅଭିଯୁକ୍ତ…
Read More...

ବାଥ୍‌ରୁମରୁ ଉଦ୍ଧାର ହୋଇଛି ଯୁକ୍ତ-୩ ପ୍ରଥମ ବର୍ଷରେ ପଢୁଥିବା ଜଣେ ଛାତ୍ରୀଙ୍କ

ଭଦ୍ରକ:- ବାଥ୍‌ରୁମରେ ଝୁଲିପଡିଲେ ଯୁକ୍ତ- ୩ ପ୍ରଥମ ବର୍ଷ ଛାତ୍ରୀ । ଭଦ୍ରକ ସ୍ବୟଂ ଶାସିତ ମହାବିଦ୍ୟାଳୟର ଯୁକ୍ତ-୩ ପ୍ରଥମ ବର୍ଷରେ ପଢୁଥିବା ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ମଙ୍ଗଳବାର ଏକ ଘରୋଇ ମେସ୍‌ର ବାଥ୍‌ରୁମରୁ ଉଦ୍ଧାର ହୋଇଛି। ଛାତ୍ରୀ ଜଣଙ୍କ  ଭଦ୍ରକ ଜିଲ୍ଲା ବାସୁଦେବପୁର ଅଞ୍ଚଳର…
Read More...

ଏସିଆ କପ ଖେଳିବା ପାଇଁ ହାର୍ଦ୍ଦିକ ଦେବେ ଫିଟନେସ ଟେଷ୍ଟ

ନୂଆଦିଲ୍ଲୀ:- ସେପ୍ଟମ୍ବର ୯ରୁ ୨୮ ପର୍ଯ୍ୟନ୍ତ ୟୁଏଇରେ ଖେଳାଯିବ ଏସିଆ କପ । ଏଥିପାଇଁ ଏବେ ଦଳ ଚୟନ ପ୍ରକ୍ରିୟା ଆରମ୍ଭ କରିଛି ଭାରତୀୟ ଚୟନ କମିଟି । ତେବେ  ଏସିଆ କପରେ ଭାରତୀୟ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଖେଳିବା ନେଇ ଏବେ ବି ସନ୍ଦେହ ରହିଛି । ପାଖାପାଖି ୨ ମାସ ହେବ ହାର୍ଦ୍ଦିକ…
Read More...

ଉନ୍ମୋଚିତ ହେଲା ମହିଳା ଦିନିକିଆ ବିଶ୍ବକପ୍‌ ୨୦୨୫ ର ଟ୍ରଫି

ନୂଆଦିଲ୍ଲୀ:- ମହିଳା ଦିନିକିଆ ବିଶ୍ବକପ୍‌ ୨୦୨୫ ର ଟ୍ରଫି ଏକ ସ୍ବତନ୍ତ୍ର ଉତ୍ସବରେ ଉନ୍ମୋଚନ ହୋଇଛି। ଏହି ବିଶ୍ବକପ୍‌କୁ ଭାରତ ଓ ଶ୍ରୀଲଙ୍କା ଯୁଗ୍ମ ଭାବେ ଆୟୋଜନ କରୁଛନ୍ତି। ଏହା ସେପ୍ଟେମ୍ବର ୩୦ରୁ ନଭେମ୍ବର ୨ ପର୍ଯ୍ୟନ୍ତ ଖେଳାଯିବ। ଏହି ଉତ୍ସବରେ ଆଇସିସି ଅଧ୍ୟକ୍ଷ ଜୟ ଶାହା, ପୂର୍ବତନ…
Read More...

ଅନଲାଇନ ଗେମ୍ ଖେଳି ଚାଲିଗଲା ୧୩ ବର୍ଷୀୟ ନାବାଳକର ଜୀବନ

ବାଲେଶ୍ୱର:- ଅନଲାଇନ ଗେମ୍ ଖେଳ ହେଲା କାଳ । ଅନଲାଇନ ଗେମ୍ ଖେଳି ବାଥରୁମ୍ ରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛି ୧୩ ବର୍ଷୀୟ ନାବାଳକ । ପୁଅର ମୃତ୍ୟୁ ପରେ ପରିବାର ଲୋକ ଭାଙ୍ଗିଯାଇଥିବା ବେଳେ ଅନ ଲାଇନ୍ ଗେମ୍ କୁ ବନ୍ଦ କରିବା ସହିତ କାର୍ଯ୍ୟାନୁଷ୍ଠାନ ନେବାକୁ ବୁଦ୍ଧିଜୀବୀ ମହଲରେ…
Read More...

୩ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ

ଭୁବନେଶ୍ୱର:- ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡ.ମୋହନ ଭାଗବତ ୩ ଦିନିଆ ଓଡିଶା ଗସ୍ତରେ ଆସିବେ । ଅଗଷ୍ଟ ୧୩ ତାରିଖ ଦିନ ସଂଧ୍ୟାରେ ଭୁବନେଶ୍ୱରରେ ପହଁଚିବେ ମୋହନ ଭାଗବତ । ଡ. ଭାଗବତ ଶ୍ରୀ ଗୌଡୀୟ ମିଶନ ନିମନ୍ତ୍ରଣ କ୍ରମେ ଓଡିଶା ଆସୁଛନ୍ତି । ସେ ୧୩ ତାରିଖ ଦିନ ଭୁବନେଶ୍ଵରରେ…
Read More...