କେକେଆର ରେ ଆକାଶ ଦୀପଙ୍କ ସ୍ଥାନରେ ନୂଆ ଖେଳାଳି ସାମିଲ

ଚଳିତ ବର୍ଷର ଆଇପିଏଲ୍ ୨୦୨୬ ଆରମ୍ଭ ହେବାକୁ ମାତ୍ର ଆଉ କିଛି ଦିନ ବାକି ଅଛି । ମାର୍ଚ୍ଚ ୨୮ରୁ କ୍ରିକେଟର ଏହି ମହାକୁମ୍ଭ ଆରମ୍ଭ ହେବାକୁ ଯାଉଥିବା ବେଳେ କୋଲକାତା ନାଇଟ୍ ରାଇଡର୍ସ (କେକେଆର) କ୍ୟାମ୍ପରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆହତ ସମସ୍ୟା ଯୋଗୁଁ ଦଳରୁ ବାଦ୍ ପଡ଼ିଥିବା ଦ୍ରୁତ…
Read More...

୫ ହଜାର ଖସିଲା ସୁନା, ୧୫ ହଜାର କମିଲା ରୂପା

ଗ୍ଲୋବଲ ଟେନସନ ଚରମ ସ୍ଥିତି ଥିବାବେଳେ ଆଜି ସୁନା ଦରରେ ବଡ଼ ଧରଣର ହ୍ରାସ ହୋଇଛି । ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୫ ହଜାର ୯୫୦ ଟଙ୍କା ଖସିଥିବା ବେଲେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା କମିଛି ୫ ହଜାର ୪୫୦ ଟଙ୍କା । ଏବେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ଦର ରହିଛି ୧ ଲକ୍ଷ ୨୮…
Read More...

୨୬ ରୁ ୨୮ ତାରିଖ ଯାଏଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି

କଲବଲ କରିବ କାଳବୈଶାଖୀ । ୨୬ ରୁ ୨୮ ତାରିଖ ଯାଏଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆଜିଠୁ ପାଗର ମିଜାଜ ବଦଳିବା ନେଇ ସୂଚନା ରହିଛି । ରାଜ୍ୟରେ କାଳବୈଶାଖୀ ପ୍ରଭାବ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଉପକୂଳ ସମେତ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ଘଣ୍ଟା…
Read More...

କଟକ ଜିଲ୍ଲାର ୩ ବିଧାୟକଙ୍କ ନାଁ ନେଇ ବର୍ଷିଛନ୍ତି କଟକ ମେୟର

କଟକ ଜିଲ୍ଲାର ୩ ବିଧାୟକଙ୍କ ନାଁ ନେଇ ବର୍ଷିଛନ୍ତି କଟକ ମେୟର ସୁବାସ ସିଂ । କହିଲେ ୩ ବିଧାୟକ କଟକକୁ କଳଙ୍କିତ କଲେ । ସୌଭିକ ବିଶ୍ବାଳ, ଦେବୀରଞ୍ଜନ ତ୍ରିପାଠୀ ଓ ସୋଫିଆ ଫିର୍ଦ୍ଦୋସ କଟକକୁ କଳଙ୍କିତ କଲେ । ଏମାନେ ଯେଭଳି ବିଶ୍ବାସଘାତ କରିଛନ୍ତି, ରାଜ୍ୟବାସୀ କେବେ କ୍ଷମା ଦେବେନି ବୋଲି…
Read More...

ସୁନାଖଳା ପାହାଡ଼ରେ ବାଘ ବସିଥିବା ଭିଡିଓ ଭାଇରାଲ

ଗଂଜାମ ଜିଲ୍ଲା ସୁନାଖଳା ପାହାଡ଼ରେ ବାଘ ଆତଙ୍କ । ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧିନ ଲଙ୍କା-ସୁନାଖଳା ପାହାଡ଼ ଉପରେ ଏକ କଲରାପତିରିଆ ବାଘ ବସିଥିବା ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି । ବନବିଭାଗକୁ ଖବର ଦେବା ପରେ ତଦନ୍ତ ଆରମ୍ଭ ହୋଇଛି । ବନ ବିଭାଗ ପକ୍ଷରୁ ଲଙ୍କା ଗ୍ରାମ ସହିତ ଆଖପାଖ ଗାଁରେ…
Read More...

ଭାରସାମ୍ୟ ହରାଇ ୩ ଘର ଉପରକୁ ମାଡ଼ିଗଲା

ଭାରସାମ୍ୟ ହରାଇ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର । ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଏକ ବକ୍ସାଇଟ ବୋଝେଇ ଟ୍ୟାଙ୍କର ୩ଟି ଘର ଉପରେ ଓଲଟି ପଡ଼ିଥିବା ବେଳେ ତିନୋଟି ପରିବାରର ଲୋକେ ଅଳ୍ପକେ…
Read More...

୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌ ଜାରି

ଶିଳ୍ପାନୁଷ୍ଠାନ ଉପରେ ରାଜ୍ୟ ସରକାର ନେଇଛନ୍ତି କଡ଼ା ଆକ୍ସନ । ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି ସରକାର । ଜମି ନେଇ ଶିଳ୍ପ କରୁ ନ ଥିବାରୁ ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି । ୭ଟି ଶିଳ୍ପାନୁଷ୍ଠାନ ଜମି ଆବଣ୍ଟନ ରଦ୍ଦ, ୫ଟି ମାମଲା କୋର୍ଟରେ…
Read More...

ଚୁକ୍ତିଭିତ୍ତିକ ଭାବେ କାମ କରୁଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ ପାଇଁ ଖୁସି ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ଚୁକ୍ତିଭିତ୍ତିକ ଭାବେ କାମ କରୁଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ ବା Junior Teacher, Schematic ମାନଙ୍କୁ ନିୟମିତ କରିଛନ୍ତି । ୨୦୨୩-୨୪ ବର୍ଷରେ ନିଯୁକ୍ତି ପାଇଥିବା ଏହି ବର୍ଗର କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ…
Read More...

ପୁରୀ ଜିଲ୍ଲା ବ୍ରହ୍ମଗିରୀ ଅଞ୍ଚଳରେ ଜଣେ ନାବାଳକକୁ ରାଜରାସ୍ତାରେ ଦିଆଯାଇଛି ଅକଥନୀୟ ନିର୍ଯାତନା

ଜଣେ ନାବାଳକକୁ ରାଜରାସ୍ତାରେ ଦିଆଯାଇଛି ଅକଥନୀୟ ନିର୍ଯାତନା । ନାବାଳକର ବେକରେ ପ୍ଲାକାର୍ଡ ଝୁଲାଇ ହାତକୁ ରଶିରେ ବାନ୍ଧି ରାସ୍ତାରେ ଚଲାଇ ଚଲାଇ ନିଆଯାଇଛି । ଏଭଳି ଏକ ଘୃଣ୍ୟ ଓ ନିନ୍ଦନୀୟ ଦୃଶ୍ୟ ପୁରୀ ଜିଲ୍ଲା ବ୍ରହ୍ମଗିରୀ ଅଞ୍ଚଳରେ ଚହଳ ଖେଲାଇଛି । ଯାହାର ଭାଇରଲ ଭିଡିଓ ଏବେ ସୋସିଆଲ…
Read More...

କାରଣ ଦର୍ଶାଅ ନୋଟିସର ଉତ୍ତର ରଖି ଦେଲେ ଚେତାବନୀ

ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ନେଇ ବଜେଡି ପକ୍ଷରୁ ୬ ବିଧାୟକଙ୍କୁ ଜାରି କରାଯାଇଥିଲା କାରଣ ଦର୍ଶାଅ ନୋଟିସ ।ତେବେ କାରଣ ଦର୍ଶାଅ ନୋଟିସର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ। କହିଛନ୍ତି, ରାଜ୍ୟସଭା ନିର୍ବାଚନରେ ଦଳୀୟ ହୁଇପ୍‌ କାମ କରେ ନାହିଁ । ରାଜ୍ୟସଭା ନିର୍ବାଚନରେ ଆମେ ସ୍ୱାଧୀନ…
Read More...