ଅଭିଯୁକ୍ତ ବାପାକୁ ୨୦ ବର୍ଷ କାରାଦଣ୍ଡାଦେଶ ଶୁଣାଇଲେ ସ୍ୱତନ୍ତ୍ର ପୋସ୍କୋ ଜଜ

ଯାଜପୁର:- ଜନ୍ମ କଲା ବାପା ନିଜ ଝିଅକୁ ଦୁଷ୍କର୍ମ ଘଟଣାର ରାୟ ପ୍ରକାଶ ପାଇଛି। ୨୦୨୪ ମସିହାରେ ଯାଜପୁର ଜିଲ୍ଲା ବିଂଝାରପୁର ଥାନା ଅଂଚଳରେ ନିଜ ଝିଅକୁ ବାପା ଦୁଷ୍କର୍ମ ଘଟଣାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ ବାପା ପ୍ରଶାନ୍ତ ଦାସଙ୍କୁ ୨୦ ବର୍ଷ କାରାଦଣ୍ଡାଦେଶ ଶୁଣାଇଲେ ସ୍ୱତନ୍ତ୍ର ପୋସ୍କୋ…
Read More...

ଆଇଏମଡି ମହାନିର୍ଦ୍ଦେଶକ ଭାବରେ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି ପାଇଛି

ଭୁବନେଶ୍ୱର:- ଆଇଏମଡି ମହାନିର୍ଦ୍ଦେଶକ ଭାବରେ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି ପାଇଛି । ତାଙ୍କ ନିଯୁକ୍ତି ଅବଧି ସରୁଥିବାରୁ କେନ୍ଦ୍ର କ୍ୟାବିନେଟ୍‌ର ନିଯୁକ୍ତି ବ୍ୟାପାର କମିଟି ତାଙ୍କୁ ପୁନଃ ନିଯୁକ୍ତି ପ୍ରସ୍ତାବକୁ ମଞ୍ଜୁରି ଦେଇଛି । କ୍ୟାବିନେଟର ନିଯୁକ୍ତି…
Read More...

ଉତ୍ତରାଖଣ୍ଡର ଉତ୍ତରକାଶୀର ଧରାଲି ଅଞ୍ଚଳରେ ହଠାତ୍ ବାଦଲ ଫଟା ବର୍ଷା ଯୋଗୁ ବଡ଼ ଧରଣର ବନ୍ୟା

ଉତ୍ତରକାଶୀ:- ଉତ୍ତରାଖଣ୍ଡରେ ପୁଣି ଦେଖିବାକୁ ମିଳିଛି ପ୍ରକୃତିର ତାଣ୍ଡବ। ରାଜ୍ୟର ଉତ୍ତରକାଶୀ ଜିଲ୍ଲାର ହର୍ଷିଲ ନିକଟ ଧରାଳି ଗାଁରେ ଖୀରଗଙ୍ଗା ନଦୀରେ ଭୟଙ୍କର ବନ୍ୟା ଆସିଛି। ବାଦଲଫଟା ବର୍ଷା ଯୋଗୁଁ ବନ୍ୟା ପାଣିର ପ୍ରଖର ସ୍ରୋତ ଆସି ଅନେକ ହୋଟେଲ ଓ ଘର ମାନଙ୍କରେ ପ୍ରବେଶ କରିଛି। ବନ୍ୟା…
Read More...

ଅପାରଗ ଅଧିକାରୀଙ୍କ ତଥ୍ୟ ମାଗିଲେ ରାଜ୍ୟ ସରକାର

ଭୁବନେଶ୍ୱର:- ସରକରାଙ୍କ ନିୟମ ଅନୁଯାୟୀ ଯେଉଁମାନେ କାର୍ଯ୍ୟ କରୁନାହାଁନ୍ତି ତଥା ଅପାରଗ ବୋଲି ବିବେଚିତ ହେବେ ସେମାନଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯିବ। ଅଧିକାରୀ ଏବଂ କର୍ମଚାରୀଙ୍କ କାର୍ଯ୍ୟଶୈଳୀର ଟିକିନିଖି ସମୀକ୍ଷା କରାଯିବ।  ନେଇ ସମସ୍ତ ବିଭାଗୀୟ ମୁଖ୍ୟଙ୍କୁ ଶାସନ ସଚିବଙ୍କ…
Read More...

ବ୍ରାଜିଲର ପୂର୍ବତନ ରାଷ୍ଟ୍ରପତି ଜାଇର ବୋଲସୋନାରୋ ହେଲେ ଗୃହବନ୍ଦୀ

ବ୍ରାଜିଲ:- ବ୍ରାଜିଲର ପୂର୍ବତନ ରାଷ୍ଟ୍ରପତି ଜାଇର ବୋଲସୋନାରୋ ହେଲେ ଗୃହବନ୍ଦୀ । ବ୍ରାଜିଲରେ ଗଣତନ୍ତ୍ର ଉପରେ ଏକ ବଡ଼ ଆକ୍ରମଣର ଷଡ଼ଯନ୍ତ୍ର ଅଭିଯୋଗରେ ପୂର୍ବତନ ରାଷ୍ଟ୍ରପତି ଜାୟର ବୋଲସୋନାରୋଙ୍କୁ ଗୃହବନ୍ଦୀ କରାଯାଇଛି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ ରିଓ ଡି ଜେନେରିଓ…
Read More...

ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟଣାରେ ବିଜେଡି ଦେଲା ପୁରୀ ବନ୍ଦ ଡାକରା

ଭୁବନେଶ୍ୱର:- ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟଣାରେ ବିଜେଡି ଦେଲା ପୁରୀ ବନ୍ଦ ଡାକରା। ଆସନ୍ତା ୭ରେ ସକାଳ ୬ରୁ ଦିନ ୧୨ ଯାଏଁ ପୁରୀରେ ହରତାଳ ଆହ୍ବାନ । ଦୋକାନ ବଜାର ସହ ଗାଡ଼ିମୋଟର ବନ୍ଦ ପାଇଁ ଡାକରା ଦେଇଛି ବିଜେଡି । ରାଜ୍ୟ ସରକାର ଜାଣିଶୁଣି ଅଭିଯୁକ୍ତଙ୍କୁ ଚିହ୍ନଟ କରୁ ନଥିବା ଅଭିଯୋଗ…
Read More...

ବିରୋଧୀଙ୍କ ଇସ୍ତଫା ଦାବିରେ ପ୍ରତିକ୍ରିୟା ରଖିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର :- ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ବିରୋଧୀ ଦଳ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଇସ୍ତଫା ଦାବି କରିଛନ୍ତି। ଏହାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା ରଖି କହିଛନ୍ତି, ମୋ ଇସ୍ତଫାରେ ଯଦି ବଳଙ୍ଗା ପୀଡ଼ିତାଙ୍କ ଜୀବନ ଫେରିପାରିବ ତା’ହେଲେ ମୁଁ ଶହେ ଥର ଇସ୍ତଫା ଦେବାକୁ…
Read More...

‘ଭାରତ ଯୋଡ ଯାତ୍ରା’ ବେଳେ ସେନାକୁ ନେଇ ମନ୍ତବ୍ୟ ପାଇଁ ଭର୍ତ୍ସନା କଲେ ମାନ୍ୟବର କୋର୍ଟ

ନୂଆଦିଲ୍ଲୀ:- ବିରୋଧୀଦଳ ନେତା ରାହୁଲ ଗାନ୍ଧୀଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା। ‘ଭାରତ ଯୋଡ ଯାତ୍ରା’ ବେଳେ ସେନାକୁ ନେଇ ମନ୍ତବ୍ୟ ପାଇଁ ଭର୍ତ୍ସନା କଲେ ମାନ୍ୟବର କୋର୍ଟ। ଯଦି ଆପଣ ପ୍ରକୃତ ଭାରତୀୟ ହୋଇଥିବେ, ଏଭଳି ମନ୍ତବ୍ୟ ଦିଅନ୍ତୁନି କହିଲେ ସୁପ୍ରିମକୋର୍ଟ। ସୂଚନା ଅନୁସାରେ, ୯…
Read More...

ପରାଜୟ ମ୍ୟାଚ୍‌କୁ ବିଜୟରେ ବଦଳାଇଲା ଭାରତ

ଇଂଲଣ୍ଡ:- ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ମ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍ ଇତିହାସରେ ଏକ ବିରଳ ମ୍ୟାଚ୍ ଭାବେ ଲିପିବଦ୍ଧ ହେବ । କାରଣ ଶେଷ ଟେଷ୍ଟ କୌଣସି ରୋମାଞ୍ଚ ଠାରୁ କମ୍‌ ନଥିଲା । ମହମ୍ମଦ ସିରାଜ ଏବଂ ପ୍ରସିଦ୍ଧ କ୍ରିଷ୍ଣାଙ୍କ ଘାତକ ବୋଲିଂ ସମସ୍ତଙ୍କୁ ବିସ୍ମିତ କରିଛି । ପରାଜୟ…
Read More...

ଶ୍ରାବଣ ସୋମବାର ଉପଲକ୍ଷେ ବାଲୁକାକଳାରେ ଶିବଭକ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ବାଲୁକାଶିଳ୍ପୀ ସୁଦର୍ଶନ

ପୁରୀ:- ଆଜି ପବିତ୍ର ଶ୍ରାବଣ ମାସର ଶେଷ ସୋମବାର। ବିଭିନ୍ନ ଶୈବପୀଠରେ ଲାଗିଛି କାଉଡିଆ ଭକ୍ତଙ୍କ ଗହଳି । ହିନ୍ଦୁ ଧର୍ମରେ ଶ୍ରାବଣ ମାସକୁ ଏକ ଅତ୍ୟନ୍ତ ପବିତ୍ର ମାସ ଭାବରେ ବିବେଚନା କରାଯାଏ । ଏହି ମାସ ଭଗବାନ ମହାଦେବଙ୍କୁ ସମର୍ପିତ । କୁହାଯାଏ ଶ୍ରାବଣ ମାସ ଭଗବାନ ଶିବଙ୍କର ଅତି ପ୍ରିୟ…
Read More...