ମାଲକାନଗିରି ଜିଲ୍ଲାର ସମସ୍ତ ମଣ୍ଡଳରେ ନୂଆ ମଣ୍ଡଳ ସଭାପତିଙ୍କ ନାମ ଘୋଷଣା

ମାଲକାନଗିରି:- ଭାରତୀୟ ଜନତା ପାର୍ଟି (ବିଜେପି) ରାଜ୍ୟ ନେତୃତ୍ୱ ଙ୍କ ନିର୍ଦ୍ଦେଶ କ୍ରମରେ ମାଲକାନଗିରି ଜିଲ୍ଲାର ସମସ୍ତ ମଣ୍ଡଳରେ ନୂଆ ମଣ୍ଡଳ ସଭାପତି, ଶକ୍ତି କେନ୍ଦ୍ର ପ୍ରମୁଖ ଏବଂ ୨୭ ଜଣ ପଦାଧିକାରୀଙ୍କ ନାମ ଘୋଷଣା କରାଯାଇଥିଲା । ଏହି ଘୋଷଣା ସହ ଏକ ଭବ୍ୟ ସ୍ୱାଗତ ସମାରୋହ ଆୟୋଜିତ…
Read More...

ସ୍ଵାଧୀନତା ଦିବସରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନ ନ ଦେବା ସ୍କୁଲ କର୍ତ୍ତୃପକ୍ଷଙ୍କୁ ପଡିଛି ମହଙ୍ଗା

ବୌଦ୍ଧ:- ସ୍ଵାଧୀନତା ଦିବସରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନ ନ ଦେବା ସ୍କୁଲ କର୍ତ୍ତୃପକ୍ଷଙ୍କୁ ପଡିଛି ମହଙ୍ଗା । ବୌଦ୍ଧ ଜିଲ୍ଲାର ୫୬ଟି ସ୍କୁଲକୁ ଜାରିହେଲା କାରଣ ଦର୍ଶାଅ ନୋଟିସ୍‌ । ଜିଲ୍ଲାର ୩ଟି ବ୍ଲକ୍‌ର ଶିକ୍ଷାଅଧିକାରୀଙ୍କୁ ନୋଟିସ ଜାରି କଲେ ଜିଲ୍ଲା ଶିକ୍ଷାଅଧିକାରୀ । ହରଭଙ୍ଗା…
Read More...

ପୁଣି ଭୁବନେଶ୍ୱର ବିମାନବନ୍ଦରରୁ ଜବତ ହେଲା ମାରିଜୁଆନା

ଭୁବନେଶ୍ୱର:- ପୁଣି ଭୁବନେଶ୍ୱର ବିମାନବନ୍ଦରରୁ ଜବତ ହେଲା ମାରିଜୁଆନା । ବ୍ୟାଙ୍କକରୁ ଭୁବନେଶ୍ୱର ଚାଲାଣ ହେଉଥିବାବେଳେ ମାଡିବସିଲା କଷ୍ଟମ ବିଭାଗ । ଘଟଣାରେ ଜଣେ ଯୁବକ ଓ ଯୁବତୀଙ୍କୁ ଗିରଫ କରିଛି କଷ୍ଟମ ବିଭାଗ । ଦୁହିଁଙ୍କୁ ଅଟକ ରଖି ପଚରାଉଚରା କରୁଛି କଷ୍ଟମ୍ ବିଭାଗ । ଜବତ ମାରିଜୁଆନାର…
Read More...

ଶ୍ରୀମନ୍ଦିର ପରିସରରେ ଶିଶୁମାନଙ୍କ ପାଇଁ ହେବ ସ୍ତନ୍ୟପାନ ଗୃହ

ଭୁବନେଶ୍ୱର:- ଶ୍ରୀମନ୍ଦିର ପରିସରରେ ଶିଶୁମାନଙ୍କ ପାଇଁ ହେବ ସ୍ତନ୍ୟପାନ ଗୃହ । ବିଶେଷକରି ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁ ଓ ମା’ମାନଙ୍କ ପାଇଁ ବ୍ୟବସ୍ଥା କରାଯିବ । ଏନେଇ ସ୍ୱତନ୍ତ୍ର ଗୃହ ସ୍ଥାପନ ପାଇଁ ସ୍ଥାନ ନିରୁପଣ କରାଯାଇଥିବା ସୂଚନା ମିଳିଛି । ଶ୍ରୀମନ୍ଦିର ପରିସର ଶାଖା…
Read More...

ମନରେଗା ମାଧ୍ୟମରେ ଆସୁଥିବା ଅର୍ଥକୁ ବାଟମାରଣା କରିବା ପାଇଁ ଅପଣାଇଛନ୍ତି ନୂଆ କୌଶଳ

ମାଲକାନଗିରି ଜିଲ୍ଲାରେ ଶ୍ରମିକଙ୍କୁ ରୋଜଗାର ଯୋଗାଇଦେବା ପାଇଁ ସରକାରଙ୍କ ପକ୍ଷରୁ ମନରେଗା ଯୋଜନା ମାଧ୍ୟମରେ ବିଭିନ୍ନ କାଯ୍ୟ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରାଯାଉଛି । ହେଲେ ବାସ୍ତବ କ୍ଷେତ୍ରରେ ମନରେଗା ଯୋଜନା ମାଧ୍ୟମରେ ଆସୁଥିବା ଏହି ଅର୍ଥକୁ ବାଟମାରଣା କରିବା ପାଇଁ ସରକାରି କର୍ମଚାରୀ…
Read More...

ବୁଲା କୁକୁର ମାନଙ୍କୁ ସାର୍ବଜନୀନ ସ୍ଥାନରେ ଦିଆଯିବ ନାହିଁ ଖାଦ୍ୟ

ନୂଆଦିଲ୍ଲୀ:- ବୁଲା କୁକୁର ମାମଲାରେ ଶୁକ୍ରବାର ଆସିଲା ସୁପ୍ରିମକୋର୍ଟଙ୍କ ବଡ ରାୟ । ଏଣିକି ସର୍ବସାଧାରଣ ସ୍ଥାନରେ ବୁଲା କୁକୁରଙ୍କୁ ଖାଦ୍ୟ ଦେବା ଉପରେ ଲଗାଯିବ ରୋକ୍‌ । କେବଳ କିଛି ନିର୍ଦ୍ଦିଷ୍ଟ ସ୍ଥାନରେ କୁକୁରମାନଙ୍କୁ ଖାଇବାକୁ ଦିଆଯିବ । ହିଂସାତ୍ମକ କୁକୁରଙ୍କୁ ନିର୍ଦ୍ଦିଷ୍ଟ…
Read More...

ଆଜି ଠାରୁ ଆରମ୍ଭ ହୋଇଛି ମହାପ୍ରଭୁ ହେଲା ରଥଭଙ୍ଗା କାମ

ପୁରୀ:- ଆଜି ଠାରୁ ଆରମ୍ଭ ହୋଇଛି ମହାପ୍ରଭୁ ହେଲା ରଥଭଙ୍ଗା କାମ । ଭୋଇ ସର୍ଦ୍ଦାରଙ୍କ ନେତୃତ୍ୱରେ ରଥଭଙ୍ଗା ଚାଲିଛି । ପ୍ରଥମେ ଦେବଦଳନ ରଥର କାଠ ଭଙ୍ଗାଚାଲିଥିବାବେଳେ, ପରେ ତାଳଧ୍ୱଜ ରଥ ଭଙ୍ଗାଯିବ । ଏହା ପରେ ଶେଷରେ ନନ୍ଦିଘୋଷ ରଥ ଭଙ୍ଗାଯିବା ପରମ୍ପରା ରହିଛି । ଏହା ପରେ ପ୍ରତିବର୍ଷ ପରି…
Read More...

ସ୍କୁଲ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ବହି ଓ ବସ୍‍ ସେବା

ଭୁବନେଶ୍ୱର:- ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ଏଣିକି ସରକାରୀ ବସ୍‌ରେ ଛାତ୍ରଛାତ୍ରୀ ମାଗଣା ସ୍କୁଲ ଯାଇପାରିବେ । ପରିଚୟପତ୍ର ଦେଖାଇ ମାଗଣାରେ ଛାତ୍ରଛାତ୍ରୀ ସ୍କୁଲ ଯିବେ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି । ସେହିପରି…
Read More...

ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଉତ୍କଳ ହିତୈଷିଣି ସମାଜ ପକ୍ଷରୁ ପଣ୍ଡିତ ଗୋପୀନାଥ ନନ୍ଦଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳିତ

ଗଜପତି:- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣି ସମାଜ ସଭାଗୃହରେ ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଉତ୍କଳ ହିତୈଷିଣି ସମାଜ ପକ୍ଷରୁ ପଣ୍ଡିତ ଗୋପୀନାଥ ନନ୍ଦଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳିତ ହୋଇ ଯାଇଛି। ଏହି  କାର୍ଯ୍ୟକ୍ରମରେ ସ୍ନାତକୋତ୍ତର ଓଡ଼ିଆ ବିଭାଗ…
Read More...

ରାଜ୍ୟସ୍ତରୀୟ ସୃଜନ କମିଟି ଓ ୱାର ରୁମ କମିଟି ଗଠନ କଲା କଂଗ୍ରେସ

ଭୁବନେଶ୍ୱର:- ରାଜ୍ୟସ୍ତରୀୟ ସୃଜନ କମିଟି ଓ ୱାର ରୁମ କମିଟି ଗଠନ କଲା କଂଗ୍ରେସ । ସୃଜନ ଅଭିଯାନ ମାଧ୍ୟମରେ ଓଡ଼ିଶାର ୩୫ ଗୋଟି ଜିଲ୍ଲାରେ କଂଗ୍ରେସ କମିଟି ସଭାପତି ଚୟନ ପ୍ରକ୍ରିୟା ନିମନ୍ତେ ଅଖିଳ ଭାରତ କଂଗ୍ରେସ କମିଟି ୩୫ ଜଣ ଏଆଇସିସି ପର୍ଯ୍ୟବେକ୍ଷକ ନିଯୁକ୍ତି କରିଛନ୍ତି । ଏହି…
Read More...