କେନିଙ୍ଗଟନ ଓଭାଲ ଟେଷ୍ଟରେ ଭାରତ ନିଜର ପ୍ରଥମ ଇନିଂସରେ ୨୨୪ ରନରେ ଅଲଆଉଟ ହୋଇଯାଇଛି
ଲଣ୍ଡନ:- କେନିଙ୍ଗଟନ ଓଭାଲ ଟେଷ୍ଟରେ ଭାରତ ନିଜର ପ୍ରଥମ ଇନିଂସରେ ୨୨୪ ରନରେ ଅଲଆଉଟ ହୋଇଯାଇଛି । ଗସ୍ ଅଟକିନସନ ଓ ଜୋସ୍ ଟଙ୍ଗଙ୍କ ଘାତକ ବୋଲିଂ ଆଗରେ ଭାରତୀୟ ଖେଳାଳି ଧରାଶାୟୀ ହୋଇଛନ୍ତି । ଇଂଲଣ୍ଡ ବିପକ୍ଷ ଓଭାଲ୍ ଟେଷ୍ଟରେ, ଭାରତୀୟ ଦଳ ପ୍ରଥମ ଇନିଂସ୍ରେ ମାତ୍ର ୨୨୪ ରନ୍ କରିଛି ।…
Read More...
Read More...