ଦୁର୍ଗାପୂଜା ପାଇଁ କଟକ-ଭୁବନେଶ୍ୱରରେ ସୁରକ୍ଷା କଡାକଡି
ଦୁର୍ଗାପୂଜା ପାଇଁ କଟକ-ଭୁବନେଶ୍ୱରରେ ସୁରକ୍ଷା କଡାକଡି କରାଯାଇଛି । ସାମ୍ବାଦିକ ସମ୍ମିଳନୀରେ ପୋଲିସ କମିଶନରଙ୍କ ସୂଚନା ଦେଇ କହିଛନ୍ତି ଏଥର ଟ୍ୱିନସିଟିରେ ୬୧ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ପୋଲିସ କର୍ମଚାରୀଙ୍କ ସହିତ ୨୦ପ୍ଲାଟୁନ୍ ହୋମଗାର୍ଡ ମୁତୟନ ହୋଇଛନ୍ତି । ମୋଟ ୧୯୩ ମଣ୍ଡପରେ…
Read More...
Read More...